ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ l ଅପରାହ୍ନ ୫ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ । ବୈଠକରେ ୪ଟି ପ୍ରସ୍ତାବରେ ମୋହର ଲାଗିବାର ଆଶା ଥିବା କୁହାଯାଉଛି । ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ବିଭାଗର ଓଡ଼ିଶା ସାଧାରଣ ବଣ୍ଟନ ବ୍ୟବସ୍ଥା (ନିୟନ୍ତ୍ରଣ) ଆଦେଶ, ୨୦୧୬ ସଂଶୋଧନ ପ୍ରସ୍ତାବ, ଆଇନ ବିଭାଗର ୨ଟି ପ୍ରସ୍ତାବ ଉପରେ ଆଲୋଚନା ହେବା ନେଇ ଆଶା କରାଯାଉଛି l
BREAKING NEWS
- ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ: କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା
- ହେଡେନଙ୍କୁ ଉଲଗ୍ନ ହେବାରେ ବଂଚାଇ ଦେଲେ ରୁଟ
- ପୁଟିନଙ୍କ ପାଇଁ ପ୍ରୋଟୋକଲ ଭାଙ୍ଗିଲେ ମୋଦି…
- କଳିଙ୍ଗା ଘାଟିର ଦୁର୍ଘଟଣା ପ୍ରବଣ ଚିହ୍ନଟ ସ୍ଥାନରେ ଲାଗିଲା ଭେଇକଲ ସେନ୍ସର୍ ଆଲର୍ଟ ଯନ୍ତ୍ର
- ଚଳିତ ବର୍ଷ ବଜ୍ରାଘାତରେ ଯାଇଛି ୯୨ ଜଣଙ୍କ ଜୀବନ: ମନ୍ତ୍ରୀ
- ଭାରତ-ଦକ୍ଷିଣ ଆଫ୍ରିକା ଟି-ଟ୍ବେଣ୍ଟି; ବାରବାଟୀରେ କାଲିଠୁ ଅଫଲାଇନ୍ ଟିକେଟ୍ ବିକ୍ରି
- ସୟେଦ ମୁସ୍ତାକ ଅଲୀ ଟ୍ରଫି ଅଧାରୁ ଛାଡିଲେ ହାର୍ଦ୍ଦିକ
- ରାସ୍ତାରେ ଗଡୁଛି ୨.୧୯ ଲକ୍ଷ ଇଭି କାର୍, ଭୁବନେଶ୍ବରରେ ୧୨ ଚାର୍ଜିଂ ପଏଣ୍ଟ୍
- Police Clash: IIC ଓ ASI ମଧ୍ୟରେ ହାତାହାତି; ଆକ୍ସନ ନେଲେ ଏସ୍ପି
- ଦିଲ୍ଲୀ ପହଞ୍ଚିଲେ ଋଷିଆ ରାଷ୍ଟ୍ରପତି ପୁଟିନ୍, ପାଲାମ ବିମାନବନ୍ଦରରେ ଭବ୍ୟ ସ୍ୱାଗତ
Comments are closed.