Latest Odisha News

ଆସନ୍ତା ସୋମବାରରେ ବନ୍ଦ ରହିବ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ସେପ୍ଟେମ୍ବର ୩୦ ତାରିଖ ଅର୍ଥାତ୍ ସୋମବାର ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।

ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଏହିଦିନ ଜନଶୁଣାଣି ବନ୍ଦ ରହିବ ।

Leave A Reply

Your email address will not be published.