ଭୁବନେଶ୍ୱର: ଉତ୍କଳ ବିଶ୍ବବିଦ୍ୟାଳୟରେ ପିଜି ନାମଲେଖାରେ ଅନିୟମିତତା । ଏ ନେଇ ବିଶ୍ବବିଦ୍ୟାଳୟ ପରିସରରେ ଉତ୍ତେଜନା ଦେଖାଦେଇଛି। ପିଜି କାଉନସିଲ୍ ଅଫିସରେ ଗେଟରେ ତାଲା ପକାଇ ଧାରଣା ଦେଇଛନ୍ତି ଛାତ୍ର। ମେରିଟ ଲିଷ୍ଟ ପ୍ରକାଶ ପାଇଥିଲା । କିନ୍ତୁ ଏକ ବିଭାଗରେ ଓ୍ବେଟିଂ ଲିଷ୍ଟରେ ମଧ୍ୟ ନାମ ନଥିବା ପିଲାଙ୍କ ନାମ ଲେଖା ଯାଇଥିବା ଅଭିଯୋଗ ହୋଇଛି। ରାଜନୈତିକ ଚାପରେ ମେରିଟ୍ ଲିଷ୍ଟ ତଳେ ଥିବା ଛାତ୍ରଙ୍କୁ ଆଡମିସନ୍ କରାଯାଇଥିବା ସେମାନେ ଅଭିଯୋଗ କରିଛନ୍ତି । ଅନ୍ୟପକ୍ଷରେ ଜଣେ ଛାତ୍ର ବିଜୟ କୁମାର ସାହୁଙ୍କ ଡକୁମେଣ୍ଟ ନେଇ ମଧ୍ୟ କର୍ତ୍ତୃପକ୍ଷ ଆଡମିସନ୍ କରିନଥିବା ଅଭିଯୋଗ ହୋଇଛି। ସନ୍ଧ୍ୟା ସୁଦ୍ଧା ଆଡମିସନ୍ ନହେଲେ ଆତ୍ମାହୁତି ଦେବାକୁ ଉକ୍ତ ଛାତ୍ର ଜଣଙ୍କ ଚେତାବନୀ ଦେଇଛନ୍ତି ।
BREAKING NEWS
- କ୍ରିକେଟ ପ୍ରେମୀଙ୍କ କ୍ରେଜ, ଟିକେଟ ପାଇଁ ରାତିରୁ ଲାଗିଛି ଲମ୍ବା ଲାଇନ
- Weather Updat: ରାଜ୍ୟରେ ପୁଣି ତାପମାତ୍ରା ହ୍ରାସ, ଝାରସୁଗୁଡ଼ା ସବୁଠୁ ଥଣ୍ଡା ସହର
- ଡିସେମ୍ବର ୬ରୁ ରାଜ୍ୟ ପୁସ୍ତକ ମହୋତ୍ସବ; ନିର୍ମାଣ ହେବ ୫୫୦ଟି ଷ୍ଟଲ, ଭାଗନେବେ ପ୍ରାୟ…
- ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଗିରଫ
- କେମିତି କରବେ E-Fasting …?
- ୩୭ତମ ସବ ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚମ୍ପିୟାନସିପ୍; ବାଳିକା ସିଙ୍ଗଲ ୧୫ ଓ ୧୭ ବର୍ଷରୁ କମ୍ ବର୍ଗ ସେମିଫାଇନାଲରେ ଓଡ଼ିଆ ଖେଳାଳୀ
- ଲଣ୍ଡନରେ ଶାହରୁଖ ଓ କାଜୋଲଙ୍କ ବ୍ରୋଞ୍ଜ ପ୍ରତିମା ଉନ୍ମୋଚନ
- ବାଲ୍ୟବିବାହ ମୁକ୍ତ ଭାରତ ପାଇଁ ସଚେତନତା ଅଭିଯାନ ଆରମ୍ଭ
- ପୁରୁଣା ଆପାର୍ଟମେଣ୍ଟ ବିକ୍ରି ନିୟମକୁ ସହଜ କଲେ ଓଡ଼ିଶା ସରକାର
- ପୁଟିନଙ୍କ ବିମାନ ଉପରେ ସାରା ବିଶ୍ୱର ନଜର, ଜାଣନ୍ତୁ କେତେ ଜଣ କଲେ ଲାଇଭ୍ ଟ୍ରାକ୍..
Comments are closed.