ଭୁବନେଶ୍ୱର: କେମିକାଲ ଫ୍ୟାକ୍ଟ୍ରିରୁ ରାସାୟନିକ ଗ୍ୟାସ ଲିକ୍। ଶୁଭମ୍ କେମିକାଲ ନାମକ ଏକ କେମିକାଲ ଫ୍ୟାକ୍ଟ୍ରିରୁ ସୋଡିୟମ ହାଇପୋକ୍ଲୋରାଇଟ୍ ଗ୍ୟାସ ଲିକ୍ ହୋଇଥିବା ସୂଚନା ମିଳିଛି। ପ୍ରାୟ ଅଧଘଣ୍ଟା ଧରି ଗ୍ୟାସ ଲିକ୍ ଚାଲିଛି । ଏହାକୁ ନେଇ ସ୍ଥାନୀୟ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଏହାକୁ ରୋକିବା ପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଦମକଳର ୫ଟି ଗାଡ଼ି ଗ୍ୟାସ ଲିକ୍କୁ ଆୟତ୍ତ କରିବାକୁ ଉଦ୍ୟମ କରୁଛନ୍ତି। ଦୁଇଟି ସିଲିଣ୍ଡରକୁ ଜନବସତି ଠାରୁ ଦୂରକୁ ନିଆଯାଇଥିବା ଜଣା ପଡିଛି। ତେବେ ସୁରକ୍ଷା ଦୃଷ୍ଟିରୁ ପଟିଆ-ଇନଫୋସିସ ରାସ୍ତା ସିଲ କରାଯାଇଛି। ଘଟଣା ଉପରେ ନଜର ରଖାଯାଇଥିବା ଅଗ୍ନିଶମ ଡିଜି କହିଛନ୍ତି ।
BREAKING NEWS
- ଆଇଟିଇଆର ରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ
- ଚେନ୍ନାଇର କ୍ରମାଗତ ଦ୍ୱିତୀୟ ପରାଜୟ
- Railway zone:ପଲାସା ଓ ଇଚ୍ଛାପୁରମ ଅଞ୍ଚଳକୁ ଦକ୍ଷିଣତଟ ରେଳବାଇରେ ମିଶ୍ରଣକୁ ବିଜେଡିର ବିରୋଧ
- Earthquake: ଥରିଲା ଉତ୍ତର ଭାରତ;ଭୂମିକମ୍ପର କେନ୍ଦ୍ରସ୍ଥଳ…
- West Bengal Polls: ସରକାରୀ ଅଧିକାରୀ ମମତା ବାନାର୍ଜୀଙ୍କ ଦଳ ପାଇଁ ପ୍ରଚାର କରୁଥିଲେ; ECIର କାର୍ଯ୍ୟାନୁଷ୍ଠାନ ଗ୍ରହଣ
- Terror module:ପାକ୍ ହ୍ୟାଣ୍ଡଲରଙ୍କ ସହ ଲିଙ୍କ୍ ଥିବା ‘ଆତଙ୍କବାଦୀ ମଡ୍ୟୁଲ୍’ର ୪ସଦସ୍ୟଙ୍କୁ ଗିରଫ କଲା ATS
- ମାଲଦାରେ ୭ ନ୍ୟାୟିକ ଅଧିକାରୀଙ୍କୁ ଘେରାଉ ଘଟଣା; ମାଲଦାରେ ଯାଞ୍ଚ କରୁଛି ଏନଆଇଏ ଟିମ୍
- ଜନ୍ମ କଲା ମାଆକୁ ବିଷ ଖୁଆଇ ହତ୍ୟା କଲା ପୁଅ; ଗଛରେ ବାନ୍ଧି ପିଟିଲେ ଗ୍ରାମବାସୀ
- ଅଧିନାୟକ ପଦ ହରାଇବେ କି ରାହାଣେ
- ପାଟିରେ ପଶିଗଲା କଉ ମାଛ…ଚାଲିଗଲା ଯୁବକଙ୍କ ଜୀବନ
Comments are closed.