Latest Odisha News

ଉପରାଜ୍ୟପାଳଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ ଓମାର ଅବଦୁଲ୍ଲା

ଶ୍ରୀନଗର: ଜମ୍ମୁ-କଶ୍ମୀରର ନ୍ୟାସନାଲ କନଫରେନ୍ସ ନେତା ଓମାର ଅବଦୁଲ୍ଲା ଆଜି ଶ୍ରୀନଗରର ରାଜ ଭବନ ଯାଇ ସେଠାରେ ସେ ଉପରାଜ୍ୟପାଳ ମନୋଜ ସିହ୍ନାଙ୍କୁ ଭେଟିଛନ୍ତି । ସେଠାରେ ସେ ମନୋଜ ସିହ୍ନାଙ୍କୁ କଂଗ୍ରେସ, ସିପିଆଇ(ଏମ୍), ଆମ୍ ଆଦମୀ ପାର୍ଟି ଏବଂ ସ୍ୱାଧୀନ ବିଧାୟକଙ୍କ ସମର୍ଥନ ପତ୍ର ପ୍ରଦାନ କରିଛନ୍ତି ।

ଜମ୍ମୁ-କଶ୍ମୀରରେ ସରକାର ଗଠନ ପାଇଁ ସେ ଉପରାଜ୍ୟପାଳଙ୍କୁ ଶପଥ ଗ୍ରହଣ ସମାରୋହର ତାରିଖ ସୁନିଶ୍ଚିତ କରିବାକୁ ଅନୁରୋଧ କରିଛନ୍ତି ବୋଲି ଓମାର ଅବଦୁଲ୍ଲା କହିଛନ୍ତି ।

Leave A Reply

Your email address will not be published.