ପୁରୀ : ପୁରୀ ରେଳ ଷ୍ଟେସନରୁ ପୁରୁଷୋତ୍ତମ ଏକ୍ସପ୍ରେସ(12802 )ର ଏସ2 ସ୍ଲିପର କୋଚର ଏକ ସିଟ ତଳୁ ଅଫୁଟା ଗୁଳି ମିଳିଛି। ଜବତ ହୋଇଛି ମୋଟ ୧୫୦ଟି ଜୀବନ୍ତ ଗୁଳି।ସେଠାରେ ସନ୍ଦିଗ୍ଧ ଅବସ୍ଥାରେ ଥିବା ଏକ କଳା ବ୍ୟାଗକୁ ଆରପିଏଫ ଯାଞ୍ଚ କରିଥିଲା। ଯାଞ୍ଚ ସମୟରେ ବ୍ୟାଗ ଭିତରୁ ୧୫୦ଟି 8mm ଗୁଳି ମିଳିଥିଲା। ଏହା ପରେ ଆରପିଏଫ ପକ୍ଷରୁ ଜିଆରପିକୁ ଅବଗତ କରାଯାଇଥିଲା। ଜିଆରପି ଏହି ଘଟଣାରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
BREAKING NEWS
- Pitabas Panda Murder Case:ପୀତବାସ ପଣ୍ଡା ହତ୍ୟା ମାମଲା;ବିକ୍ରମ ପଣ୍ଡାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ହାଇକୋର୍ଟ
- କଟକରୁ ନିଖୋଜ ୭ ବର୍ଷର ଝିଅ ଉଦ୍ଧାର
- ଅଧିକ ଚିକେନ୍ ଖାଇବାରୁ ସାଙ୍ଗକୁ ଛୁରୀ ଭୁସି ହତ୍ୟା କଲା ସାଙ୍ଗ
- ଭାରତୀୟ ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର; ବିନା ଭିସାରେ ୩୦ ଦିନ ବୁଲିପାରିବେ ଏହି ଦେଶ…
- ଗିରଫ ଡିଏଲଓ ଆକାଶ ବିସୋଇଙ୍କ ଘରେ ଚଢ଼ାଉ, ୭.୨୯ ଲକ୍ଷ ନଗଦ ଜବତ
- ଦୁଇ ଦିନ ଧରି ଚାଲିବ ରତ୍ନ ଭଣ୍ଡାର ଗଣତିମଣତି
- ନେପାଳରେ ପ୍ରଳୟଙ୍କାରୀ ବନ୍ୟା, ମୃତ୍ୟୁ ସଂଖ୍ୟା ୯୦୦କୁ ବୃଦ୍ଧି
- ୟୁରିଆ ସାର ଖାଇ ୧୫ ଛେଳି ମୃତ
- ଡାକ୍ତରଖାନାରୁ ଶିଶୁ ଚୋରି ଘଟଣା: ସାଢ଼େ ୫ ଘଣ୍ଟା ପରେ ଧରାପଡିଲା ଅଭିଯୁକ୍ତ
- ଥିରୁବନନ୍ତପୁରମର ହସ୍ପିଟାଲରେ ଓଡ଼ିଶାର ଆଇପିଏସ୍ ଅଧିକାରୀ ଶଫିନ୍ ଅହମ୍ମଦ କେ ଙ୍କ ଦେହାନ୍ତ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…

Comments are closed.