ଭୁବନେଶ୍ବର: ଚକେଇସିଆଣି ଗଙ୍ଗୁଆ କେନାଲରେ ଆଜି ଏକ ବଡ଼ ଅଘଟଣ ଘଟିଛି। କେନାଲରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତବକ, ମୃତକ ଚକେଇସିଆଣି ଅଞ୍ଚଳର ବୋଲି ଜଣାପଡିଛି। କେଉଁ କାରଣରୁ ସେ କେନାଲରେ ବୁଡ଼ି ଯାଇଥିଲେ ତାହା ଅସ୍ପଷ୍ଟ ରହିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଥିଲା। କିଛି ସମୟ ପରେ ଅଗ୍ନିଶମ ବାହିନୀ କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲେ। ପରେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଛି। ଏନେଇ ମଞ୍ଚେଶ୍ୱର ଥାନା ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ଜାଣିବାକୁ ମିଳିଛି।
BREAKING NEWS
- TPSODLର କନିଷ୍ଠ ଯନ୍ତ୍ରୀଙ୍କ ଘରେ ରେଡ୍, ଏତିକି ସମ୍ପତି ଠାବ…
- ରୋମାନିଆ ଯିବେ କିସର ୧୦ ଛାତ୍ରୀଛାତ୍ରୀ, ପ୍ରଦର୍ଶିତ କରିବେ ସେକ୍ସପିଅର ନାଟକ…
- କୋଣାର୍କ ଉପକୂଳରେ ବିରଳ ଅଲିଭ ରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ, ୨୦୭୭ ଅଣ୍ଡା ସଂଗ୍ରହ
- Sundarpada Explosion Case:ନିୟୁ ଆଜାଦ ନଗର ବିସ୍ଫୋରଣ ଘଟଣା; ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ
- ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ, ଖୁବଶୀଘ୍ର ନୂଆ ସରକାର…
- ସୁନା ସଫା ପାଉଡର ବିକ୍ରି ନାଁରେ ମହିଳାଙ୍କଠୁ ସୁନା ଗହଣା ଲୁଟ୍
- ଫେବୃଆରୀ ୧୫ ସୁଦ୍ଧା ଶିଶୁ ବାଟିକାରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ମାଗଣା ପୋଷାକ
- Revenue Services: ରାଜ୍ୟବାସୀଙ୍କୁ ଆଶ୍ବସ୍ତି, ଏଣିକି ହ୍ବାଟ୍ସ ଆପ୍ରେ ମିଳିବ ରାଜସ୍ୱ ସେବା
- ଉତ୍ତରାଖଣ୍ଡରେ ମଦ୍ରାସା ବୋର୍ଡ ଉଚ୍ଛେଦ, ଜାରି ହେଲା ନୂଆ ବିଜ୍ଞପ୍ତି
- Ganja Seized: ଫୁଲକୋବି ଗାଡିରୁ ୧ କୋଟି ଟଙ୍କାର ଗଞ୍ଜେଇ ଜବତ, ୫ ଗିରଫ
Comments are closed.