ଭୁବନେଶ୍ବର: ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ। ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ପୁଲିସ ଡ଼ିଜି ସମ୍ମିଳନୀରେ ଉଭୟେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ନଭେମ୍ବର ୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଡିଜି ସମ୍ମିଳନୀ । ଖୁବଶୀଘ୍ର ଏ ନେଇ ସରକାରୀ ସ୍ତରରେ ଘୋଷଣା କରାଯିବ ବୋଲି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।
BREAKING NEWS
- ୮୪ ବର୍ଷରେ ବିଗ୍ ବି; କେବିସିରେ ଜନ୍ମଦିନ ସେଲିବ୍ରେଟ କଲେ ମାଧୁରୀ…
- SC on CJP Protest: ବ୍ୟାରିକେଡ୍ ହଟାଅ, ଇଣ୍ଟରନେଟ୍ ଚାଲୁ କର…CJP ଆନ୍ଦୋଳନ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ନିର୍ଦ୍ଦେଶ
- ଦିଲ୍ଲୀରେ ମୁକ୍ତ ହେଲେ ୩ CJP ନେତା, ରହିଛି ଏହି ସର୍ତ୍ତ…
- Preventive Arrest: ପ୍ରିଭେଣ୍ଟିଭ୍ ଆରେଷ୍ଟ କ’ଣ? କ’ଣ ଅପରାଧ ପୂର୍ବରୁ ବାନ୍ଧି ପାରିବ ପୋଲିସ୍?
- Flash Flood in Nepal:ନେପାଳରେ ପୁଣି ବନ୍ୟାର ତାଣ୍ଡବ; ୩ଟି ପୋଲ ଭାସିଯାଇଛି ଓ ରାସ୍ତାଘାଟ କ୍ଷତିଗ୍ରସ୍ତ ହୋଇଛି; ଉଦ୍ଧାର କାର୍ଯ୍ୟ ଜାରି
- ଗ୍ୟାସ୍ ଲିକରୁ ଅଗ୍ନିକାଣ୍ଡ; ୫ ବର୍ଷର ଝିଅ ମୃତ, ମା ଓ ବାପା ଗୁରୁତର
- ଆଜିଠୁ ନବରାତ୍ରୀ; ଶକ୍ତି ପୀଠରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା
- UK wildlife park: ବୁଲିବାକୁ ଯାଇଥିଲେ ଚିଡ଼ିଆଖାନା, ବାଘ ମୁହଁରେ ପଡ଼ିଗଲେ ବ୍ୟକ୍ତି! ତା’ପରେ ଯାହା ଘଟିଲା… ଚିଡ଼ିଆଖାନାରେ ହଇଚଇ!
- ଟ୍ରକକୁ ପଛରୁ ଧକ୍କା ଦେଲା ବସ୍; ୩୩ ଆହତ, ୧୦ ଗୁରୁତର
- ପାର୍ବଣରେ ଭିଜିବ ଓଡ଼ିଶା! ଏସବୁ ଜିଲ୍ଲାକୁ ଆଲର୍ଟ…

Comments are closed.