ଭୁବନେଶ୍ବର: ଜବ କାର୍ଡ ଧାରୀ କରିବେ ଇକେୱାଇସି । ତିନି ମାସ ଭିତରେ ଜବ କାର୍ଡ ଇକେୱାଇସି ନ କଲେ କଟିବ ଜବ କାର୍ଡ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତି ରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ ।
ସରକାର ବାହାର କରିଛନ୍ତି ଫେକ ଜବ କାର୍ଡ । ଏହାର ଅଧିକାରୀ କିଏ ଥିଲେ, ଅର୍ଥ କିଏ ଆତ୍ମସାତ କରୁଥିଲା ବିଗତ ଦିନରେ ଯିଏ ଶାସନ କରୁଥିଲେ ସିଏ ତାର ଉତ୍ତର ଦେବେ । ସରକାର ବର୍ଷେ ଭିତରେ ୨ ଲକ୍ଷ ନୂଆ ଜବ କାର୍ଡ ଦେଇଛନ୍ତି ବୋଲି ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତି ରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ ।
Comments are closed.