Latest Odisha News

BREAKING NEWS

ଭୁବନେଶ୍ବର ଏମ୍‌ସରେ ସିବିଆଇ ଚଢ଼ାଉ;ବିପୁଳ କାଗଜପତ୍ର ଜବତ

ଭୁବନେଶ୍ବର:ଭୁବନେଶ୍ବର ଏମସରେ ସିବିଆଇ ଚଢ଼ାଉ । ନିଯୁକ୍ତି ଜାଲିଆତି ନେଇ ସିବିଆଇର ଚଢ଼ାଉ । ଆଜି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଏମ୍ସ ଭୁବନେଶ୍ବର ସମେତ ରାଜଧାନୀ ଭୁବନେଶ୍ବରର ଏକାଧିକ ସ୍ଥାନରେ ଚଢ଼ଉ କରିଛି।

ତେବେ ବିଶ୍ବସ୍ତ ସୂତ୍ରରୁ ଜଣାପଡ଼ିଛି ଯେ, ନିଯୁକ୍ତି କ୍ଷେତ୍ରରେ ଦୁର୍ନୀତି ନେଇ ସିବିଆଇ ଏହି ଚଢ଼ଉ କରିଛି ।

ସିବିଆଇର ଏହି ଚଢ଼ଉ ଅଭିଯାନରେ ଭୁବନେଶ୍ବରର କଳ୍ପନା ସ୍ଥିତ ଏକ ଫ୍ଲାଟ୍‌, ଓ ଜଗତସିଂହପୁରଜିଲ୍ଲା ମଧ୍ୟ ସାମିଲ ରହିଛି। ଏହି ଚଢ଼ାଉ କରି ବିପୁଳ କାଗଜପତ୍ର ଜବତ କଲା ସିବିଆଇ ଟିମ୍‌ ।

Comments are closed.