Odisha Plus Two syllabus: ଯୁକ୍ତ ଦୁଇ ସିଲାବସରେ ପରିବର୍ତ୍ତନ, ବାଧ୍ୟତାମୂଳକ ଇଂରାଜୀ ବିଷୟରେ ରହିବ ‘ପରିବେଶ ଶିକ୍ଷା’
କଟକ: ଯୁକ୍ତ ୨ ପାଠ୍ୟକ୍ରମ(Syllabus)ରେ ପରିବର୍ତ୍ତନ। ବାଧ୍ୟତାମୂଳ ଇଂରାଜୀରେ ରହିବ ‘ପରିବେଶ ଶିକ୍ଷା’ ୟୁନିଟ୍ ଅନ୍ତର୍ଭୁକ୍ତ ହୋଇଛି। MIL ବିଷୟରେ ଅନ୍ତର୍ଭୁକ୍ତ ହେଲା ‘ମୂଲ୍ୟବୋଧ ଶିକ୍ଷା’ ୟୁନିଟ୍। ପରିବେଶ ଏବଂ ମୂଲ୍ୟବୋଧ ଶିକ୍ଷା ଉପରେ ଆସିବ ପ୍ରଶ୍ନ।
୨୦୨୫-୨୬ ଶିକ୍ଷା ବର୍ଷର ଯୁକ୍ତ ୨ ଛାତ୍ରଛାତ୍ରୀ ଦେବେ ପରୀକ୍ଷା। ୨୦୨୬ ବୋର୍ଡ ପରୀକ୍ଷାରେ ଉଭୟ ବିଷୟରେ ପ୍ରଶ୍ନ ଆସିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
Comments are closed.