Latest Odisha News

BREAKING NEWS

ପୁଣି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି…

ଭୁବନେଶ୍ୱର: ଆଗାମୀ ସେପ୍ଟେମ୍ବର ୧ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ତଥା ସେପ୍ଟେମ୍ବର ୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ।

ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

 

Comments are closed.