Latest Odisha News

IAS Reshuffle: ବିଜୟ ଅମୃତ କୁଲାଙ୍ଗେଙ୍କୁ ମିଳିଲା ଏହି ଦାୟିତ୍ୱ…

ଭୁବନେଶ୍ବର:ଆଇଏଏସ ସ୍ତରରେ ଅଦଳବଦଳ। ରାଜ୍ୟ ସରକାର ଶୁକ୍ରବାର ଭାରତୀୟ ପ୍ରଶାସନିକ ଅଧିକାରୀ ମାନଙ୍କୁ ଅଦଳବଦଳ କରିଛନ୍ତି। ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଛି । ସେହିଭଳି ଆଇଏଏସ ଅଞ୍ଜନା ପଣ୍ଡାଙ୍କୁ ଆୟୁଷ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି ।

ପ୍ରେମଜିତ୍ ନାୟକ ST/SC ଓ ପଛୁଆବର୍ଗ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ ମିଳିଛି । ପି. ଅନ୍ୱେଷା ରେଡ୍ଡୀଙ୍କୁ IGR କଟକର ଅତିରିକ୍ତ ଦାୟିତ୍ୱ ମିଳିଛି ।

ଏହି ଆଇଏଏସ ସ୍ତରରେ ଅଦଳବଦଳ ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ ଦକ୍ଷ ଓ ପ୍ରଭାବଶାଳୀ କରିବା ଲକ୍ଷ୍ୟରେ କରାଯାଇଛି।

 

Comments are closed.