ଭୁବନେଶ୍ୱର: ନଭେମ୍ବର ୧୧ରେ ହେବାକୁ ଥିବା ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଏବେ ଯାଏଁ ମାତ୍ର ଜଣେ ସ୍ୱାଧୀନ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ତାଙ୍କର ନାମ ଆଶ୍ରୟ ମହାନନ୍ଦ ଅଟେ।
ଅଧିକ ପଢନ୍ତୁ:- ନୂଆପଡ଼ା ଉପନିର୍ବାଚନ; ଷ୍ଟିୟରିଂ କମିଟି ଓ ମନିଟରିଂ କମିଟି ଗଠନ
ଭାରତୀୟ ନିର୍ବାଚନ ଆୟୋଗଙ୍କ ବିଜ୍ଞପ୍ତି ଅନୁସାରେ ନିର୍ବାଚନ ପାଇଁ ନାମାଙ୍କନର ଶେଷ ତାରିଖ ଅକ୍ଟୋବର ୨୦ ତାରିଖ ଧାର୍ଯ୍ୟ ହୋଇଛି। ସେହିପରି ଅକ୍ଟୋବର ୨୨ରେ ନାମାଙ୍କନ ପତ୍ର ଯାଞ୍ଚ ହେବାକୁ ଥିବାବେଳେ ଅକ୍ଟୋବର ୨୪ ତାରିଖକୁ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି। ନଭେମ୍ବର ୧୬ ତାରିଖ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ।
ଅଧିକ ପଢନ୍ତୁ:- ନୂଆପଡାର ସାମଗ୍ରିକ ବିକାଶ ଦାୟୀତ୍ୱ ମୁଁ ନେଇଛି: ମୁଖ୍ୟମନ୍ତ୍ରୀ
Comments are closed.