ଭୁବନେଶ୍ବର:ଆସନ୍ତା ୩ ତାରିଖରେ ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲାରେ ସରକାରୀ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । କାର୍ତ୍ତିକ ମାସ ଶେଷ ସୋମବାର ପାଇଁ ସ୍ଥାନୀୟ ଛୁଟି ଘୋଷଣା କଲେ RDC ।
ଏସବୁ ଜିଲ୍ଲା ହେଉଛି ଗଞ୍ଜାମ, ଗଜପତି, ନବରଙ୍ଗପୁର, ମାଲକାନଗିରି । ନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ଉପଖଣ୍ଡରେ ବି ସରକାରୀ ଛୁଟି ଘୋଷଣା ହୋଇଛି । କାର୍ତ୍ତିକ ମାସ ଶେଷ ସୋମବାର ପାଇଁ ସ୍ଥାନୀୟ ଛୁଟି ଘୋଷଣା କରିଛନ୍ତି ଆର୍ଡିସି।
Comments are closed.