ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ୍ ନଭେମ୍ବର ୩ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି ସୂଚନା ଦିଆଯାଇଛି । ଭୁବନେଶ୍ୱର, ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ ।
ନଭେମ୍ବର ୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ରହୁଥିବାରୁ ଅଭିଯୋଗ ଶୁଣାଣି ବାତିଲ କରାଯାଇଛି । ପରର୍ବତ୍ତି ଅଭିଯୋଗ ଶୁଣାଣି କେବେ ହେବ ସେନେି ଜନସାଧାରଣଙ୍କୁ ପରବର୍ତ୍ତି ସମୟରେ ଜଣାଇ ଦିଆଯିବ ବୋଲି ସୂଚନା ଦିଆଯାଇଛି ।
Comments are closed.