ନୂଆଦିଲ୍ଲୀ: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କୁ ନେଇ କୋଲକାତାରେ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ପରେ ଏହା ରାଜନୀତିର କେନ୍ଦ୍ରବିନ୍ଦୁ ପାଲଟିଛି । ଏହି ଦୁର୍ଘଟଣା ପରେ ଟିଏମସି- ବିଜେପି ମୁହାଁମୁହିଁ ହେବା ସହିତ ବହୁ ତର୍କ ବିତର୍କ ଲାଗିରହିଛି । ତେବେ ମେସିଙ୍କ କାର୍ଯ୍ୟକ୍ରମ ବିଭ୍ରାଟ ପରେଇସ୍ତଫା ଦେଲେ ବେଙ୍ଗଲ କ୍ରୀଡ଼ାମନ୍ତ୍ରୀ ଅରୁପ ବିଶ୍ବାସ । ବେଙ୍ଗଲ ପୋଲିସ ମହାନିର୍ଦ୍ଦେଶକ, ବିଧାନନଗର ପୋଲିସ କମିଶନର ଉଭୟଙ୍କୁ ୨୪ ଘଣ୍ଟା ମଧ୍ୟରେ କାରଣ ଦର୍ଶାଅ ରିପୋର୍ଟ କରିବାକୁ ନିର୍ଦ୍ଦେଶ । ବିଧାନନଗର ଡିସିପି ସସ୍ପେଣ୍ଡ୍ ହେବା ସହିତ ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି ।
BREAKING NEWS
- ଡବ୍ଲ୍ୟୁପିଏଲ ୨୦୨୭, ଆଇପିଏଲ ଅକ୍ସନକୁ ନେଇ ବିସିସିଆଇର ବଡ଼ ନିଷ୍ପତ୍ତି
- ଭାରତ – ନ୍ୟୁଜିଲ୍ୟାଣ୍ଡ ମୁକ୍ତ ବାଣିଜ୍ୟ ଚୁକ୍ତିକୁ ନ୍ୟୁଜିଲ୍ୟାଣ୍ଡ ସଂସଦର ମଞ୍ଜୁରୀ
- ଏସିଆନ ଗେମ୍ସ ସ୍ୱର୍ଣ୍ଣ ଜିତି ଇତିହାସ ରଚିବା ଏବେ ଦଳର ମୂଳ ଲକ୍ଷ୍ୟ: ସୋଏର୍ଡ ମାରିଜ୍ନେ
- ପୁଣି ହସାଇବାକୁ ଆସୁଛନ୍ତି କପିଲ ଓ ସୁନୀଲ: ଖୁବଶୀଘ୍ର ଫେରୁଛି ‘ଦ ଗ୍ରେଟ୍ ଇଣ୍ଡିଆନ୍ କପିଲ୍ ଶୋ’ ସିଜନ ୫
- Subhadra Scheme Applications:ଏହି ଦିନ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ
- ୨୦୧୩ ଝିରମ ଘାଟି ନରସଂହାର ମାମଲାରେ ୧୦ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ
- ଏସିଆନ୍ ଗେମ୍ସ: ବିପ୍ରଜ ନିଗମ ଜାତୀୟ ଦଳରେ ସାମିଲ, ବାଦ ପଡ଼ିଲେ ବରୁଣ
- Dahi Bara: ଦହିବରା ଖାଇ ୫୦ରୁ ଊର୍ଦ୍ଧ୍ବ ଅସୁସ୍ଥ
- ମୋଦି ସରକାରଙ୍କ ବଡ଼ ନିଷ୍ପତ୍ତି, EPFO ଦରମା ସୀମା ୧୫ ହଜାର ଟଙ୍କାରୁ ୨୫ ହଜାର ଟଙ୍କାକୁ ବୃଦ୍ଧି
- ଜନ୍ମଦିନ ପାଳିବ ସୁଭଦ୍ରା, ଘରେ ଘରେ ଦୀପ ଜାଳିବେ ମହିଳା

Comments are closed.