କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟ ଅଶାନ୍ତ । ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିବା ସୂଚନା ରହିଛି । ପରିସ୍ଥିତି ଅଣାୟତ୍ତ ହେବାରୁ ଘଟଣାସ୍ଥଳରେ ପୋଲିସ ମୁତୟନ ହୋଇଛନ୍ତି । ଗଣ୍ଡଗୋଳରେ ଅନେକ ଛାତ୍ର ଆହତ ହୋଇଥିବା ସୂଚନା ରହିଛି ।
ସୁରକ୍ଷା ପାଇଁ ପୋଲିସ ମୁତୟନ ହୋଇଛନ୍ତି ।
ସୂଚନାମୁତାବକ, ବିଶ୍ୱବିଦ୍ୟାଳୟ ପରିସରରେ ଥିବା ଇଷ୍ଟ ଛାତ୍ରାବାସ ଓ ନିୟୁ ଛାତ୍ରାବାସର ଅନ୍ତେବାସୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଛି ।