ଭୁବନେଶ୍ୱର: ବାଇକ ହେଉ କି ଚାରି ଚକିଆ । ଯାନ ବାହାନ ଚଲେଇବା ପାଇଁ ଲାଇସେନ୍ସ ଦରକାର । ସଡ଼କ ଦୁର୍ଘଟଣା ହ୍ରାସ କରିବାପାଇଁ ସଡ଼କ ସୁରକ୍ଷା ସପ୍ତାହ ଭଳି ପଦକ୍ଷେପ ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଉଛି। ଏହାସହିତ ବିଭିନ୍ନ ଛକମାନଙ୍କରେ ଚଢ଼ାଉ କରାଯାଉଛି ହେଉଛି। ତଥାପି ଲୋକେ ସଚେତନ ହେଉ ନାହାନ୍ତି। ତେବେ ଯେଉଁ ଗାଡ଼ିଚାଳକମାନେ ବେପରୁଆ ଗାଡ଼ି ଚଳାଇବା ସହିତ ବାରମ୍ବାର ଟ୍ରାଫିକ ନିୟମ ଏବଂ ସରକାରୀ ନୀତି ନିୟମ ଉଲଂଘନ କରୁଛନ୍ତି ସେମାନଙ୍କ ବିରୋଧରେ ସରକାର ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। ଅନେକ ସମୟରେ ଚାଳକଙ୍କ ଲାଇସେନ୍ସ ମଧ୍ୟ ରଦ୍ଦ କରୁଛନ୍ତି ।
ଏହି ପରିପ୍ରେକ୍ଷୀରେ ଗତ ୨ବର୍ଷ ମଧ୍ୟରେ ୧.୧୬ ଲକ୍ଷ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହୋଇଥିବା ଜଣାପଡିଛି ।
ସୂଚନା ଅନୁସାରେ, ଅନୁଗୋଳରେ ୧ଲକ୍ଷ ୧୬ହଜାର ୬୧୮ଜଣ ଗାଡ଼ି ଚାଳକଙ୍କ ଲାଇସେନ୍ସ ରଦ୍ଦ କରାଗଲାଣି ବୋଲି ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଜନ୍ମ ଜେନା କହିଛନ୍ତି। ଗତ ଦୁଇବର୍ଷ ମଧ୍ୟରେ ଭାଗ ରେ ୧ଲକ୍ଷ ୧୬ହଜାର ୬୧୩ଜଣ ଗାଡ଼ି ଚାଳକଙ୍କ ଲାଇସେନ୍ସ ରଦ୍ଦ ମଧ୍ୟରୁ ସୁନ୍ଦରଗଡ଼ରେ ସର୍ବାଧିକ ୧୨ହଜାର ୭୨୭ଜଣ ଅଛନ୍ତି।
BREAKING NEWS
- Heavy Rain & Floods in Odisha:ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି; ଏରିଅଲ ସର୍ଭେରେ ଯିବେ ମୁଖ୍ୟମନ୍ତ୍ରୀ
- ବ୍ୟାଙ୍କ ଗ୍ରାହକଙ୍କୁ ଆଶ୍ୱସ୍ତି: ୩ ଦିନିଆ ଧର୍ମଘଟ ବେଳେ ମାଗଣାରେ ଏଟିଏମ୍ରୁ ଉଠାଇ ପାରିବେ ଟଙ୍କା, ଲାଗିବନି ଏକ୍ସଟ୍ରା ଚାର୍ଜ
- ଶସ୍ତା ଇନ୍ଧନ ଓ କମ୍ ପ୍ରଦୂଷଣ: ଖୁବଶୀଘ୍ର ରାସ୍ତାକୁ ଓହ୍ଲାଇବ ଶହେ ପ୍ରତିଶତ ଇଥାନଲ୍ ଚାଳିତ ଗାଡ଼ି
- ଯାତ୍ରୀଙ୍କ ଭିଡ଼କୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥର ବଡ଼ ପଦକ୍ଷେପ: ଭୁବନେଶ୍ୱର, ପୁରୀ ଓ ସମ୍ବଲପୁର ଟ୍ରେନ୍ରେ ଲାଗିବ ଅତିରିକ୍ତ ବଗି
- ଦେଶରେ ପ୍ରଥମ ଥର ଓଡ଼ିଶାରେ ଉନ୍ମୋଚିତ ହେଲା ‘ମାନସିକ ସ୍ୱାସ୍ଥ୍ୟ ମାର୍ଗଦର୍ଶିକା’
- Hospital in Western Odisha:ପଶ୍ଚିମ ଓଡ଼ିଶାରେ ୧୦୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ପ୍ରତିଷ୍ଠା କରିବ ବେଦାନ୍ତ
- ମୋଦୀଙ୍କୁ ଭୂୟସୀ ପ୍ରଶଂସା କଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ:ଭାରତ ନିଜର ରଣନୈତିକ ନୀତି ଯୋଗୁଁ ନିଜର ଇନ୍ଧନ ଯୋଗାଣକୁ ସ୍ଥିର ରଖିବାରେ ସଫଳ
- ଜାପାନର ୧୧ ବର୍ଷୀୟ ଇ-ସ୍ପୋର୍ଟସ୍ ଖେଳାଳି ୟୁକି କୁରିହାରା ଏସୀୟ କ୍ରୀଡ଼ାରେ ସ୍ଵର୍ଣ୍ଣ ପଦକ ଜିତି ରଚିଲେ ଇତିହାସ
- Spurious liquor:ମଦ୍ୟପାନ ନିଷିଦ୍ଧ ରାଜ୍ୟରେ ବିଷାକ୍ତ ମଦ ପିଇ ୧୯ ଜଣଙ୍କ ଗଲା ଜୀବନ
- ଏସୀୟ କ୍ରୀଡ଼ା ୨୦୨୬: କବାଡ଼ିରେ ଭାରତକୁ ଡବଲ ସ୍ୱର୍ଣ୍ଣ

Comments are closed.