Latest Odisha News

BREAKING NEWS

ବିଶ୍ଵ ଯକ୍ଷ୍ମା ଦିବସରେବ୍ୟାପକ ଜନସଚେତନତା ସୃଷ୍ଟି କରିବାକୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର: ବିଶ୍ଵ ଯକ୍ଷ୍ମା ଦିବସରେବ୍ୟାପକ ଜନସଚେତନତା ସୃଷ୍ଟି କରିବାକୁ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ଆହ୍ୱାନ ଦେଇଛନ୍ତି ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଶ୍ଵ ଯକ୍ଷ୍ମା ଦିବସରେ ଆସନ୍ତୁ ସମସ୍ତେ ରୋଗର ନିୟନ୍ତ୍ରଣ ଏବଂ ନିରାକରଣ ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି କରିବା।

ଆମ ସମସ୍ତଙ୍କ ମିଳିତ ପ୍ରୟାସ ହିଁ ଏକ ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ନିଶ୍ଚିତ ଭାବେ ସହାୟକ ହେବ।

Leave A Reply

Your email address will not be published.