Latest Odisha News

BREAKING NEWS

ଅପରାହ୍ନ ସୁଦ୍ଧା ରାଜ୍ୟର ଏହି ୧୦ ଜିଲ୍ଲାରେ ଘଡ଼ଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଗୁରୁବାର ଅପରାହ୍ନ ୪.୩୦ ମଧ୍ୟରେ ରାଜ୍ୟର ୧୦ ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଢେଙ୍କାନାଳ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଘଡଘଡିର ସମ୍ଭାବନା ରହୁଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Leave A Reply

Your email address will not be published.