ନୂଆଦିଲ୍ଳୀ: ସାରଦା ଖଣିର ଆଇରନ୍ ଓର୍କୁ ନେବ ଜିନ୍ଦଲ । ଏନେଇ ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି । ଆଜି ସୁପ୍ରିମକୋର୍ଟରେ ଓଡ଼ିଶା ଖଣି ମାମଲାର ଶୁଣାଣୀ ହୋଇଛି । ଏଥିରେ ସାରଦା ଖଣିର ଷ୍ଟକ ଥିବା ୨ହଜାର କୋଟିର ଆଇରନ ଓରକୁ ନେବାକୁ ଜିନ୍ଦଲକୁ ସର୍ବୋଚ୍ଚ ଅଦାଲତ ଅନୁମତି ଦେଇଛନ୍ତି ।ସାରଦା ଖଣି ଉପରେ ଲାଗିଥିବା ୯୩୩ କୋଟି ଟଙ୍କାର ଜରିମାନା ଖୁବ୍ଶୀଘ୍ର କମ୍ପାନୀ ପୈଠ କରିବ । ପରିବେଶ ଅନୁମତି ଉଲଂହଘନ କରିଥିବା ଅଭିଯୋଗରେ କୋର୍ଟ ଏହି ଜରିମାନା ଲଗାଇଥିଲେ । ଫେବୃଆରୀ ସୁଧା ଏହି ଅର୍ଥ ରାଶି ଜମା କରିବାକୁ ସାରଦା ଖଣିକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ଖଣି ନିୟମ ଯେଉଁମାନେ ଉଲଂଘନ କରିଛନ୍ତି ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେବାକୁ ମଧ୍ୟ ରାଜ୍ୟ ସରକାରଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।
BREAKING NEWS
- ନୀଳାଚଳ ସାରସ୍ୱତ ସଙ୍ଘର ୭୪ତମ ଭକ୍ତ ସମ୍ମିଳନୀ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
- ବିନା ଶୋଭାଯାତ୍ରାରେ ପ୍ରାର୍ଥୀ ପତ୍ର ଦାଖଲ କଲେ ପୁରୀ କଂଗ୍ରେସ ସାଂସଦ ପ୍ରାର୍ଥୀ ଜୟ ନାରାୟଣ ପଟ୍ଟନାୟକ
- ସୁଶାନ୍ତ ନା ଇରାଶିଷ, କାହାକୁ ଭରସା କରିବ ଭଟଲି?
- ଟିକେଟ କାଟିବା ପରେ ଅସନ୍ତୁଷ୍ଟଙ୍କ ପିଠି ଥାପୁଡଉଛି ବିଜେଡି, ତାଲିକାରେ ଯୋଡ଼ି ହେଲେ ସମୀର ଦାସ ଏବଂ ଅରୁନ୍ଧତୀ
- ଭାରତୀୟ ସେନାରେ ପ୍ରଥମ ଥର ପାଇଁ ନୂତନ ବ୍ରାଂଚରେ ମହିଳା ଅଫିସର ହେବେ ବ୍ରିଗେଡିୟର
- ରଣନୀତି ଅନୁସାରେ ଧୋନୀ ଖେଳୁଛନ୍ତି ନାଁ ଅଛନ୍ତି ଅନଫିଟ
- ପ୍ରତିଶ୍ରୁତି ଦେଇ ଟିକେଟ ଦେଲାନି ବିଜେଡି, ସ୍ୱାଧିନ ଭାବରେ ପ୍ରାର୍ଥୀ ପତ୍ର ଦାଖଲ କଲେ ଦମ୍ପତି
- ବିଧାୟକ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କଲେ ସୁଜିତ୍ ମହାପାତ୍ର ଓ ଉମାବଲ୍ଲଭ ରଥ
- ଦେଇଦେଲେ ତାରିଖ
- ବଢିଲା କ୍ରେଜିୱାଲଙ୍କ ଅଡୁଆ: ଆତଙ୍କବାଦୀଙ୍କଠାରୁ ଚାନ୍ଦା ନେବା ଘଟଣାରେ ତଦନ୍ତ ନିର୍ଦ୍ଦେଶ ଦେଲେ ଉପରାଜ୍ୟପାଳ