ନୂଆଦିଲ୍ଲୀ: ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ଦ୍ୱିତୀୟ ସାଧାରଣ ବଜେଟ୍ ଲୋକସଭାରେ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଦେଶର ସ୍ୱାସ୍ଥ୍ୟକ୍ଷେତ୍ରକୁ ଅଧିକ ମଜବୁତ କରିବା ପାଇଁ ସାଧାରଣ ବଜେଟ୍ରେ ଗୁରୁତ୍ୱ ଦିଆଯାଇଛି ।
-ସ୍ୱାସ୍ଥ୍ୟ ପାଇଁ ୭୦ ହଜାର କୋଟି ଟଙ୍କାର ବ୍ୟୟବରାଦ ।
-ମେଡିକାଲ ଡିଭାଇସ ଟ୍ୟାକ୍ସରେ ହେବ ହସ୍ପିଟାଲ ନିର୍ମାଣ ।
-ଆୟୁଷ୍ମାନ ଯୋଜନାରେ ଅଧିକ ହସ୍ପିଟାଲକୁ ସାମିଲ କରାଯିବ ।
-କେନ୍ଦ୍ର ସରକାରଙ୍କ ଇନ୍ଦ୍ରଧନୁଷ ମିଶନକୁ ବିସ୍ତାର କରାଯିବ ।
-ଟିବି ହାରିବ, ଦେଶ ଜିତିବ ଅଭିଯାନ ।
-୨୦୨୫ ସୁଦ୍ଧା ଦେଶକୁ ଟିବି ମୁକ୍ତ କରିବାକୁ ଉଦ୍ୟମ ।
-ପ୍ରଧାନମନ୍ତ୍ରୀଙ୍କ ଜନ ଔଷଧ ଯୋଜନାରେ ବୃଦ୍ଧି ହେବ କେନ୍ଦ୍ର ସଂଖ୍ୟା ।
-୨୦୨୪ ସୁଦ୍ଧା ସବୁ ଜିଲ୍ଲାରେ ଜନ ଔଷଧ କେନ୍ଦ୍ର ବିସ୍ତାର ।
-ଜନ ଜୀବନ ମିଶନ ପାଇଁ ୩.୬୦ ଲକ୍ଷ କୋଟି ଟଙ୍କା ଅନୁମୋଦନ ।
-ପ୍ରତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ହେବ ମେଡିକାଲ କଲେଜ ।
BREAKING NEWS
- ଶଙ୍ଖ ନଦୀରେ ଆଗ ପଛ ହୋଇ ବୁଡ଼ିଗଲେ ୬ ନାବାଳିକା,ଚାଲିଗଲା ୩ ଜୀବନ
- Odisha Inflation: ଦେଶରେ କମ୍, ରାଜ୍ୟରେ ଅଧିକ; ପକେଟକୁ ଭାରୀ ବାଧୁଛି…ଓଡିଶା ରୋଷେଇ ଘରକୁ ମହଙ୍ଗା ଚଡକ…
- ଭାରତୀୟ ଜାହାଜ ସହ ଧକ୍କା ହେଲା ପାକିସ୍ତାନୀ ଜାହାଜ, ନିନ୍ଦା କଲା…
- ସେନା ମେଡାଲ୍ ବିଜେତାଙ୍କୁ ଆଜୀବନ ଟ୍ରେନ୍ ଯାତ୍ରା ମାଗଣା
- Flight Scare: ଆକାଶରେ ହଠାତ୍ ଥରିଲା ଫ୍ଲାଇଟ୍, ଭୟରେ ‘ୱାହେଗୁରୁ’ ଜପିଲେ ଶେହନାଜ ଗିଲ୍…ତା’ ପରେ କିଛି ଏମିତି ହେଲା…
- UPI vs Cash: କେଉଁଟି ଅଧିକ ଟଙ୍କା ସଞ୍ଚୟ ହୁଏ?
- ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ୨ ଛାତ୍ର
- ମକ୍କାରେ ପ୍ରଥମ ଥର ପାଇଁ ଆଲର୍ଟ ଜାରି, ଆତଙ୍କରେ ସାଉଦି ଆରବ..
- ଫେସବୁକ୍-ଇନଷ୍ଟାଗ୍ରାମରେ ଚାଲିଛି ଶିଶୁ ଯୌନ ଶୋଷଣ ବିଜ୍ଞାପନ! କେନ୍ଦ୍ର ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ
- Weapons in Space: ଅନ୍ତରୀକ୍ଷରେ ଆମେରିକାର ଅସ୍ତ୍ର! ରୁଷ-ଚୀନକୁ ବଡ଼ ଚେତାବନୀ, ମହାକାଶରେ ଆରମ୍ଭ ହେବ କି ନୂଆ ଯୁଦ୍ଧ?

Comments are closed.