ବୌଦ୍ଧ: ମଣ୍ଡିରେ ଭିଜୁଛି ଶହ ଶହ କୁଇଂଟାଲ ଧାନ । କେଉଁଠି ପଚି ଗଲାଣି ତ ଆଉ କେଉଁଠି ଗଜା ହୋଇଗଲାଣି । ପ୍ରବଳ ବର୍ଷା ଯୋଗୁଁ ବୌଦ୍ଧ ଜିଲ୍ଲାର ବିଭିନ୍ନ ଧାନ ମଣ୍ଡିରେ ଚାଷୀର ବର୍ଷ ଜାକର ପରିଶ୍ରମ ପାଣିରେ ଧୋଇ ହୋଇଯାଇଛି । ମଣ୍ଡିରେ ଧାନ ଘୋଡାଇବାକୁ କୌଣସି ବ୍ୟବସ୍ଥା ନଥିବାରୁ ଏହାକୁ ନେଇ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି । ସେହିପରି କଂଟାମାଳ ବ୍ଲକ ସିମିଳିପଦର ସେବା ସମବାୟ ସମିତିରେ ମଧ୍ୟ ଶହ ଶହ ଧାନ ବସ୍ତା ବର୍ଷା ଯୋଗୁଁ ଓଦା ହୋଇଯାଇଛି । ଫଳରେ ଚାଷୀ ମୁଣ୍ଡରେ ହାତ ଦେଇ ବସିଛି । ଟୋକନ ପାଇବା ପାରେ ମଧ୍ୟ ଧାନ କିଣା ଯାଉନଥିବାରୁ ଧାନ ବସ୍ତାଗୁଡିକ ମଣ୍ଡିରେ ଗଦା ହୋଇ ରହିଛି ।
BREAKING NEWS
- ମନି ଲଣ୍ଡ୍ରିଂ ମାମଲା: ଖଣି ବ୍ୟବସାୟୀ ରତିକାନ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ଇଡି, କ୍ରିପ୍ଟୋ ସ୍କାମ୍ରେ ଇଓଡବ୍ଲ୍ୟୁର କଡ଼ା କାର୍ଯ୍ୟାନୁଷ୍ଠାନ
- ଭିଜିଲାନ୍ସ ଜାଲରେ ଲାଠିକଟା ତହସିଲଦାର: ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଗିରଫ
- ଯଶସ୍ୱୀ ଜୈସୱାଲଙ୍କ କଠିନ ଅଭ୍ୟାସ: କଟ୍ ସଟ୍ ସୁଧାରିବାକୁ ନେଟ୍ସରେ ଝାଳ ବୁହାଉଛନ୍ତି ୟଙ୍ଗ୍ ଓପନର୍
- OUAT Bhubaneswar: ଓୟୁଏଟିରେ ଅଘଟଣ;ଭୁଶୁଡ଼ିଲା ନିର୍ମାଣାଧୀନ ଗେଟ୍ର ଛାତ,ଏକାଧିକ ଶ୍ରମିକ ଆହତ
- ଛାତ୍ରଙ୍କ ଉପରେ ପେଲେଟ୍ ଗନ୍ ମାଡ଼ କଲା କିଏ?’: ଥାନା ବାହାରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ, ଶେଷରେ ଝୁଙ୍କିଲା ପୋଲିସ
- ରାଜ୍ୟ ପୋଲିସ ବିଭାଗରେ ବଡ଼ ଧରଣର ଅଦଳବଦଳ: ଇଓଡବ୍ଲ୍ୟୁ ଓ ଏସ୍ଟିଏଫ୍ ଆଇଜି ହେଲେ ହିମାଂଶୁ ଲାଲ
- ପିଏମ୍ ସୂର୍ଯ୍ୟ ଘର ଯୋଜନା: ରୁଫ୍ଟପ୍ ସୋଲାର୍ ଲଗାଇବାରେ ଦେଶରେ ସପ୍ତମ ସ୍ଥାନକୁ ଉଠିଲା ଓଡ଼ିଶା
- ପାରାଦୀପ ବନ୍ଦରର ବିକାଶକୁ ନୂଆ ଉଡ଼ାଣ: ୪୨୮ କୋଟି ଟଙ୍କାର ପ୍ରକଳ୍ପ ଉଦ୍ଘାଟନ କଲେ କେନ୍ଦ୍ରମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ
- ମହାକାଶରେ ମିଳିଲା ‘ଦ୍ୱିତୀୟ ପୃଥିବୀ’: ସୁପର-ଆର୍ଥ ଜିଜେ୩୩୭୮ବିର ସନ୍ଧାନ
- Hirakud Dam:ବନ୍ଦ ହେଲା ହୀରାକୁଦର ଆଉ ୪ ଗେଟ୍,୧୧ ଗେଟ୍ ଦେଇ ଜଳ ନିଷ୍କାସନ

Comments are closed.