Latest Odisha News

BREAKING NEWS

ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ, ସରଗରମ ରାଜନୀତି…

ଭୁବନେଶ୍ବର: ବିଜେଡିରେ ସାମିଲ ହେଲେ ପୂର୍ବତନ ଆଇଏଏସ୍ ଅଧିକାରୀ ତଥା ପୂର୍ବତନ ବ୍ୟୁରୋକ୍ରାଟ ଭିକେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନ। ଆଜି ଶଙ୍ଖ ଭବନରେ ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ ଦଳୀୟ ନେତାଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି।

ତେବେ ଦଳର ଶୀର୍ଷ ନେତୃତ୍ୱ, ବରିଷ୍ଠ ବିଧାୟକ ଏବଂ ଆଗଧାଡ଼ିର କର୍ମକର୍ତ୍ତାଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଅପରପକ୍ଷରେ

ଗତକାଲି ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ବହୁ ବରିଷ୍ଠ ନେତାଙ୍କ ସହ ଦୀର୍ଘ ସମୟ ଧରି ରଣନୈତିକ ଆଲୋଚନା କରିଥିଲେ।  ଯାହାକୁ ନେଇ ଅନେକ କଳ୍ପନାଜଳ୍ପନା ଲାଗି ରହିଥିଲା।

Leave A Reply

Your email address will not be published.