ଭୁବନେଶ୍ୱର: ଏଥର ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ହେଲ ଆଉ ନିସ୍ତାର ନାହିଁ । ଯେଉଁଠି ଭାଇରାଲ ହେବ, ସେଠି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସମ୍ପୃକ୍ତ ସେଂଟର ଦାୟିତ୍ୱରେ ଥିବା ଅଧିକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ହେବ ବୋଲି ସ୍କୁଲ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଂଜନ ଦାସ କହିଛନ୍ତି । ଭାଇରାଲ ନହେବା ପାଇଁ କୋଡ ବ୍ୟବସ୍ଥା ମଧ୍ୟ ହୋଇଛି ବୋଲି ସେ କହିଛନ୍ତି ।
ଆଗକୁ ମାଟ୍ରିକା ପରୀକ୍ଷା ରହିଛି । ତେବେ ପରୀକ୍ଷାକୁ ଶୃଙ୍ଖଳିତ ଢ଼ଙ୍ଗରେ ଓ ତ୍ରିଟି ବିହୀନ କରିବାକୁ ଚିନ୍ତା କରିଛନ୍ତି ସରକାର । ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ମଧ୍ୟ କରାଯାଉଛି । ପ୍ରତିବର୍ଷ ପ୍ରଶ୍ନପତ୍ର ଭାଇରାଲ ହେବା ଘଟଣା ସାମ୍ନାକୁ ଆସୁଛି । କିନ୍ତୁ ଚଳିତ ବର୍ଷ ଏଭଳି ତ୍ରୁଟି ଯେପରି ନହେବ ସେଥିପାଇଁ ଚେଷ୍ଟା କରାଯାଉଥିବା ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ।
BREAKING NEWS
- ଆସନ୍ତାକାଲି ଘୋଷଣା ହେବ +୨ ପରୀକ୍ଷା ତାରିଖ
- ଭାରତର ଏହି ଗାଁରେ ସାପଙ୍କ ସହ ଖେଳନ୍ତି ଛୋଟ ପିଲା, ସବୁ ଘରେ ଥାଏ କୋବ୍ରା
- ଭୁଲ ମାଗିଲେ ସୋସିଆଲ ମିଡିଆ ଇନ୍ଫ୍ଲୁଏନ୍ସର ଶୁଭଙ୍କର, କହିଲେ ପୁରୀ ହେଉଛି ମୋର….
- ପ୍ରଥମ ଥର ଆସିଲା ତିନି ଥର ମୋଡ଼ି ହେଉଥିବା ଫୋନ୍, ଦୁଇଟି ସେଲ୍ଫି କ୍ୟାମେରା ସହ ଦୁଇଟି ଡିସ୍ପ୍ଲେ
- ରାଜ୍ୟରେ ପ୍ରଶାସନିକ ଏବଂ ଶାସନ ସଂସ୍କାର କମିଟି ଗଠିତ; ନଜର ରଖିବେ ୫…
- କେଉଁ T20 ଲିଗ୍ ମ୍ୟାଚ୍ରେ ଖେଳାଳିଙ୍କୁ ମିଳିଥାଏ ଅଧିକ ଟଙ୍କା, କେତେ ନମ୍ୱରରେ ଆସିଥାଏ IPL ?
- ଅଚ୍ୟୁତ ସାମନ୍ତଙ୍କ ପୁସ୍ତକ ‘ମୋ ମା ମୋ ପ୍ରେରଣା’ ଉନ୍ମୋଚିତ
- ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ…
- Escape System: ଡିଆରଡିଓର ଲଢ଼ୁଆ ବିମାନ ଏସ୍କେପ୍ ସିଷ୍ଟମର ସଫଳ ପରୀକ୍ଷଣ
- ବିଶ୍ୱ ମହିଳା ଟିସ ଚେସ ଚାମ୍ପିୟନଶିପ: ପଦ୍ମିନୀଙ୍କୁ ବ୍ରୋଞ୍ଜ
Comments are closed.