ନୂଆଦିଲ୍ଲୀ: ରାଜିନ୍ଦର ନଗରରେ ଆପ୍ର ବାଜିମାତ । ବିଜେପି ପ୍ରାର୍ଥୀଙ୍କୁ ହରାଇ ଆପ୍ ନେତା ରାଘବ ଚଡ୍ଡା ବିଜୟୀ ହୋଇଛନ୍ତି । ସେ ନିକଟତମ ପ୍ରତିଦ୍ୱିନ୍ଦୀ ବିଜେପି ପ୍ରାର୍ଥୀ ସର୍ଦ୍ଦାର ଆର୍ ପି ସିଂହଙ୍କୁ ପ୍ରାୟ ୨୦ ହଜାର ଭୋଟ ବ୍ୟବଧାନରେ ହରାଇଛନ୍ତି । ରାଘବଙ୍କୁ ମୋଟ ୫୬୩୯୬ ଖଣ୍ଡ ଭୋଟ ମିଳିଥିବା ବେଳେ ଆର୍.ପି ସିଂହଙ୍କୁ ମିଳିଛି ୩୬୯୫୨ ଭୋଟ୍ ।
BREAKING NEWS
- ଜୟ ନାରାୟଣ ପଟ୍ଟନାୟକ ହେଲେ କଂଗ୍ରେସର ପୁରୀ ସାଂସଦ ପ୍ରାର୍ଥୀ
- ମିଶ୍ରଣ ପର୍ବ: ବିଜେଡିରେ ମିଶିଲେ ପୂର୍ବତନ ବିଶ୍ଵ ହିନ୍ଦୁ ପରିଷଦ ସଭାପତିଙ୍କ ସହ ବିଭିନ୍ନ ଦଳର ବହୁ ନେତା
- ସାଧାରଣ ନିର୍ବାଚନ ୨୦୨୪: ପ୍ରଥମ ପର୍ଯ୍ୟାୟରେ ଘରୁ ମତଦାନ କରିବେ ୪୧୫୮ ମତଦାତା
- ନାକଚ ହୋଇଯିବ କି ଲାଲୁ ଯାଦବ ଝିଅଙ୍କ ପ୍ରାର୍ଥୀପତ୍ର ?
- ୪୪ ଡିଗ୍ରୀ ସହ ବୌଦ୍ଧ ଓ ନୂଆପଡ଼ା ରାଜ୍ୟର ଉତ୍ତପ୍ତ ସହର, ଉପକୂଳରୁ ହଟିଲା ଗ୍ରୀଷ୍ମପ୍ରବାହ ସ୍ଥିତି
- ବିଜେଡିର ମିଶ୍ରଣ ପର୍ବ: ଶଙ୍ଖ ଫୁଙ୍କିଲେ ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀର ବିଜେପି ନେତା ସଂଗ୍ରାମ ମହାପାତ୍ର
- ଗୁଣୁପୁରରୁ ନବୀନ ସରକାର ଉପରେ ବର୍ଷିଲେ ସାଂସଦ ବିପ୍ଳବ କୁମାର ଦେଓ
- କର୍ଣ୍ଣାଟକ ସେକ୍ସ ସ୍କାଣ୍ଡାଲ: ଏଚଡି ରେଭନ୍ନାଙ୍କୁ ଗିରଫ କଲା ଏସିଆଇଟି
- ବାୟୁସେନା ବାହନ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ: ୫ ଯବାନ ଆହତ
- ୟୁନିସେଫ୍ ର ଭାରତର ନ୍ୟାସନାଲ ଆମ୍ବାସାଡାର ହେଲେ କରୀନା