Latest Odisha News

BREAKING NEWS

ସେପ୍ଟେମ୍ବର ୨୨ରୁ ବିଧାନସଭାର ସପ୍ତମ ଅଧିବେଶନ;୯ ଦିନ ଚାଲିବ …

ଭୁବନେଶ୍ୱର: ରାଜ୍ୟର ୧୭ଶ ବିଧାନସଭାର ୭ମ ଅଧିବେଶନ ଚଳିତ ମାସ ୨୨ ତାରିଖରୁ ଆରମ୍ଭ ହେବ। ଆଜି ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବ ଏବଂ ଏଥିରେ ୮ଟି ସରକାରୀ ଏବଂ ଗୋଟିଏ ବେସରକାରୀ କାର୍ଯ୍ୟଦିବସକୁ ମିଶାଇ ମୋଟ ୯ଟି କାର୍ଯ୍ୟଦିବସ ରହିବ ।

ସେପ୍ଟେମ୍ବର ୨୬ ଓ ୨୭ ତାରିଖ ସରକାରୀ ଛୁଟି ଯୋଗୁଁ ଗୃହକାର୍ଯ୍ୟ ବନ୍ଦ ରହିବ । ସେହିପରି ଅକ୍ଟୋବର ୨ ତାରିଖରେ ଗାନ୍ଧୀ ଜୟନ୍ତୀ ପାଇଁ ମଧ୍ୟ ଗୃହକାର୍ଯ୍ୟ ବନ୍ଦ ରହିବ ।

 

Leave A Reply

Your email address will not be published.