ନୂଆଦିଲ୍ଲୀ: ତୃତୀୟ ଥର ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ରବିବାର ଶପଥ ନେବା ପରେ ଆଜି ଦିଲ୍ଲୀର ଦାୟିତ୍ୱ ନେଇଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିୟା ଏବଂ ମନ୍ତ୍ରୀ ମଣ୍ଡଳର ଅନ୍ୟ ୫ ଜଣ ସଦସ୍ୟ ମଧ୍ୟ ନିଜ ଦାୟିତ୍ୱଭାର ଗ୍ରହଣ କରିଛନ୍ତି । ଏହା ପରେ ଦିଲ୍ଲୀ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ପାଣି, ଓ ବିଦ୍ୟୁତରେ ଦିଆଯାଇଥିବା ରିହାତିକୁ ବଜାୟ ରଖିବା ପାଇଁ ପ୍ରସ୍ତାବ ଆଗତ ହୋଇଛି । ତେବେ ଏଯାଏଁ ମନ୍ତ୍ରୀଙ୍କୁ କୌଣସି ବିଭାଗ ବଂଟନ ହୋଇନଥିବା ନେଇ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମୀନଷ ସିସୋଦିଆ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଏହି ନୂଆ ସରକାର ଆସନ୍ତା ୫ ବର୍ଷ ଯାଏଁ ଦିଲ୍ଲୀର ବିକାଶ ଦିଗରେ କାମ କରିବା ନେଇ ପ୍ରତିବଦ୍ଧିତ ରହିଛି ।
BREAKING NEWS
- ପେଟ୍ରୋଲ ୫ ଓ ଡିଜେଲ ୩ ଟଙ୍କା ବୃଦ୍ଧି; ଏହି କମ୍ପାନୀ ବଢ଼ାଇଲା ଦର୍…
- ଆଜି ଦିଲ୍ଲୀରେ କଂଗ୍ରେସର ପ୍ରତିବାଦ; ୬ଟି ମେଟ୍ରୋ ଷ୍ଟେସନ ବନ୍ଦ
- ଉତ୍କଳ ବିଶ୍ୱବିଦ୍ୟାଳୟରେ ବୋମା ମାଡ!
- ସାଉଦି ଆରବ ବିମାନବନ୍ଦରରେ କ୍ଷେପଣାସ୍ତ୍ର ମାଡ଼: ଜଣେ ଭାରତୀୟ ମୃତ, ଦୁଇ ପୁଅ ହସ୍ପିଟାଲରେ ଭର୍ତ୍ତି
- ୩ୟ ଟି୨୦: ୱେଷ୍ଟଇଣ୍ଡିଜକୁ ୧୪ ରନ୍ରେ ହରାଇଲା ଭାରତ, ସିରିଜ୍ରେ ୨-୧ରେ ଆଗୁଆ
- ବସଷ୍ଟାଣ୍ଡରୁ ବାଘ ଚମଡ଼ା ଜବତ ଘଟଣା;ଆଉ ତିନି ଗିରଫ
- Drone-Based Surveillance:ଡ୍ରୋନ୍ ଆଧାରିତ ନିରୀକ୍ଷଣରେ ପୂର୍ବ ତଟ ରେଳପଥ ଅଗ୍ରଣୀ;୧୧ଟି ଡ୍ରୋନ୍ ଦ୍ୱାରା ୨୮୪ଟି ଷ୍ଟେସନରେ ନିରୀକ୍ଷଣ
- ଏଆଇ, ପରମାଣୁ ଯୁଦ୍ଧ, ଜୈବଅସ୍ତ୍ର ଆଗାମୀ ୭୫ ବର୍ଷରେ ମାନବଜାତି ପାଇଁ ବିପଦ: ରିପୋର୍ଟ
- ଅନ୍ଧବିଶ୍ୱାସର କରୁଣ ପରିଣତି: ଗୁଣିଗାରେଡ଼ି ସନ୍ଦେହରେ ମାଆକୁ ହତ୍ୟା କଲା ପୁଅ
- DRI Seizes Gold:ମିଳିଲା ଗୁପ୍ତ ଚାମ୍ବର; ୮.୯୮ କୋଟି ମୂଲ୍ୟର ସୁନା ଜବତ, ୨ଅଭିଯୁକ୍ତ ଗିରଫ

Comments are closed.