ନୂଆଦିଲ୍ଲୀ: ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ନୂଆ ଡେଥ୍ ୱାରେଂଟ ଜାରି ହୋଇଛି । ମାର୍ଚ୍ଚ ୩ ସକାଳ ୬ଟାରେ ଫାଶୀ ଖୁଂଟରେ ଝୁଲିବେ ୪ ଦୋଷୀ । ଦିଲ୍ଲୀ ପଟିଆଲା ହାଉସ କୋର୍ଟ ଆଜି ଏହି ନିଷ୍ପତି ଶୁଣାଇଛନ୍ତି । ତେବେ କୋର୍ଟଙ୍କ ନିଷ୍ପତି ଆସିବା ପରେ ନିର୍ଭୟାଙ୍କ ମାଆ ଅଶା ଦେବୀ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ସେ କହିଛନ୍ତି, ମୁଁ କୋର୍ଟଙ୍କ ନିଷ୍ପତିରେ ଖୁସି । ହେଲେ ବହୁତ ଖୁସି ନୁହେଁ । ଏଥରକୁ ମିଶାଇ ତୃତୀୟ ଥର ପାଇଁ ୪ ଦୋଷୀଙ୍କୁ ଫାଶୀ ଦେବା ପାଇଁ ଡେଥ୍ ୱାରେଂଟ ଜାରି ହୋଇଛି । ବାରମ୍ବାର ଆଇନର ଗଳାବାଟ ଦେଇ ଦୋଷୀମାନେ ବର୍ତ୍ତିଯାଉଛନ୍ତି । ସେମାନେ ଆଇନ୍ ସହ ଖେଳ ଖେଳୁଛନ୍ତି । ଏବେ ଯାଏଁ ମୋ ଝିଅକୁ ନ୍ୟାୟ ମିଳି ନାହିଁ । ତାକୁ ନ୍ୟାୟ ଦେବା ପାଇଁ ବହୁତ ସଂଘର୍ଷ କରିବାକୁ ପଡୁଛି । ଏବେ ମାର୍ଚ୍ଚ ୩ ତାରିଖରେ ହିଁ ଦୋଷୀଙ୍କୁ ଫାଶୀ ଦିଆଯିବ ବୋଲି ମୁଁ ଆଶା କରୁଛି ବୋଲି ନିର୍ଭୟାଙ୍କ ମା’ କହିଛନ୍ତି ।
BREAKING NEWS
- ଷ୍ଟାଡିୟମ ସଫା କରି ଚର୍ଚ୍ଚାରେ ଏହି ମହାନ ଖେଳାଳି
- DGP Award: ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ମିଳିଲା ପଦକ
- Make in India: ଟେକ୍ ଟ୍ରାନ୍ସଫର ଚୁକ୍ତି ଅନୁଯାୟୀ ଇସ୍ରାଏଲ ଭାରତକୁ ଦେଲା ପ୍ରଥମ ହାଲୁକା ମେସିନ୍ ଗନ୍ ; ଜାଣନ୍ତୁ ଏହାର ବିଶେଷତ୍ୱ
- VFS Global at BSABT: ବରମୁଣ୍ଡାରେ ଖୋଲିଲା ଭିସା କେନ୍ଦ୍ର;ଆଉ ଯିବାକୁ ପଡିବନି ଅନ୍ୟ ରାଜ୍ୟକୁ…
- Odisha Day:ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ;ପୁରୀରେ ହେବ କ୍ରୁଜ୍ ଟର୍ମିନାଲ୍ ପ୍ରତିଷ୍ଠା …
- CCS meeting: ପ୍ରଧାନମନ୍ତ୍ରୀ ମୋଦୀ ପୁଣି ଥରେ ଡାକିଲେ CCS ବୈଠକ; ଆଜି ସନ୍ଧ୍ୟା…
- ଫିଫା ବିଶ୍ୱକପ: କ୍ରମାଗତ ତୃତୀୟ ଥର ପାଇଁ ଯୋଗ୍ୟତା ହାସଲ କରିପାରିଲା ନାହିଁ ଇଟାଲୀ, ଚୂଡାନ୍ତ ହେଲା ୪୮ ଟିମ
- Paddy Procurement: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର
- ସାମ୍ଭାଜୀ ମହାରାଜାଙ୍କ ପୁଅ ଭୂମିକା କରିବେ ଭିକ୍କି କୌଶଲ
- Main Actor Nahi Hoon Release: ଚାରୋଟି ଫିଲ୍ମ ଫେଷ୍ଟିଭାଲରେ ଛାଇଲା ନୱାଜୁଦ୍ଦିନ ସିଦ୍ଦିକୀଙ୍କ ଏହି ଫିଲ୍ମ…ଏବେ ଭାରତରେ ହେବ ରିଲିଜ୍…
Comments are closed.