ଭୁବନେଶ୍ୱର: ପ୍ରସିଦ୍ଧ ଓଡିଆ ସାହିତ୍ୟିକ ଅଜୟ କୁମାର ପଟ୍ଟନାୟକଙ୍କୁ ୨୦୧୯ ବର୍ଷର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଁ ମନୋନୀତ କରାଯାଇଛି । ଅଜୟ କୁମାର ପଟ୍ଟନାୟକଙ୍କୁ ତାଙ୍କ ପୁସ୍ତକ ‘ଶ୍ରେଷ୍ଠ ହିନ୍ଦୀ ଗଳ୍ପ’ ପାଇଁ ପୁରସ୍କାର ମିଳିବ । ଯାହାକି ଓଡିଆ ଭାଷାରେ ଅନୁବାଦ ହୋଇଥିବା ହିନ୍ଦୀ ଗଳ୍ପର ସଂକଳନ ।
BREAKING NEWS
- FIH Men’s Pro League: ପ୍ରୋଲିଗ୍ରେ ଭାରତୀୟ ଦଳର କ୍ରମାଗତ ୨ୟ ପରାଜୟ; ଆସନ୍ତାକାଲି ପୁଣି ବେଲଜିୟମକୁ ଭେଟିବ…
- ଅଷ୍ଟ୍ରେଲିଆକୁ ହରାଇ ବଡ ବିପର୍ଯ୍ୟୟ ଘଟାଇଲା ଜିମ୍ବାୱେ
- ଲୋକନାଥଙ୍କ ଏହି ନୀତି ବର୍ଷରେ ଥରେ ଆସେ
- Shri Jagannath Darshan Scheme: ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ପୁରୀ ଗଲେ ୭୪ ଶ୍ରଦ୍ଧାଳୁ
- Bangladesh Election: ନିଜ ଦେଶ ଫେରିଯିବେ କି ନିର୍ବାସିତା ଶେଖ ହସିନା?…ଏବେ ତାରିକ ରହମାନ ଯୁଗରେ କେମିତି ରହିବ ଭାରତ-ବାଂଲାଦେଶ ସମ୍ପର୍କ?
- ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଚଳିତ ବର୍ଷ ଆଗୁଆ ନାମଲେଖା
- Odisha Contractors Protest: ଆସନ୍ତା ୨୦ରୁ ୩ ପ୍ରମୁଖ ଠିକାଦାର ସଂଘର ରାଜ୍ୟବ୍ୟାପୀ ଆନ୍ଦୋଳନ
- New PMO at ‘Seva Teerth’: ୮୦ ବର୍ଷ ପରେ ଭାରତର ଶକ୍ତି ବ୍ୟବସ୍ଥାରେ ପରିବର୍ତ୍ତନ, ଏଣିକି ‘ସେବା ତୀର୍ଥ’ରୁ ଚାଲିବ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ…
- Maoist Posters: ରାୟଗଡ଼ାରେ କେବିକେ ଡିଭିଜନ୍ ପକ୍ଷରୁ ଲାଗିଲା ମାଓ ପୋଷ୍ଟର
- ପାରାଦୀପ ହେବ ବ୍ଲୁ ଫ୍ଲାଗ ବିଚ୍: ସମୀକ୍ଷା କଲେ ମୁଖ୍ୟ ସଚିବ
Comments are closed.