ନୂଆଦିଲ୍ଲୀ: ଥମିବାର ନାଁ ଧରୁ ନାହିଁ ମାରାତ୍ମକ ଭୂତାଣୁ କରୋନା । ଦିନ କୁ ଦିନ ବ୍ୟାପିବାରେ ଲାଗିଛି କରୋନା ଭାଇରାସ । ଏହି ସଂକ୍ରମଣ ଯୋଗୁଁ ୨ ହଜାରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୭୭ ହଜାର ଲୋକେ ଆକ୍ରାନ୍ତ ହୋଇଥିବା ଜଣାପଡିଛି । ଏହାରି ଭିତରେ ଚୀନ୍ରେ ଥିବା ଶହେ ଜଣ ଭାରତୀୟଙ୍କୁ ଆଣିବା ପାଇଁ ଭାରତୀୟ ବାୟୁସେନାର ସ୍ପେଶାଲ ବିମାନ ସି ୧୭ ଗ୍ଲୋବମାଷ୍ଟର ଉହାନକୁ ଯିବ । ଏନେଇ ଭାରତୀୟ ଦୂତାବାସ ପକ୍ଷରୁ ସୂଚନା ମିଳିଛି ।
ସେଠାରେ ଫସିଥିବା ଭାରତୀୟଙ୍କୁ ସ୍ୱଦେଶ ଆଣିବା ସହ ଔଷଧ ଏବଂ ଖାଦ୍ୟ ସାମଗ୍ରୀକୁ ମଧ୍ୟ ପହଂଚାଇବ ଭାରତ । କିଛି ପଡୋଶୀ ଦେଶର ନାଗରିକଙ୍କୁ ମଧ୍ୟ ବିମାନରେ ଆଣାଯିବ ବୋଲି କୁହାଯାଇଛି । ବିମାନ ଚୀନ ଯିବାକୁ ଅନୁମତି ମଧ୍ୟ ମିଳି ସାରିଛି । ସୂଚନା ଯୋଗ୍ୟ ଯେ, ପୂର୍ବରୁ ଫେବୃଆରୀ ୧ ଓ ୨ ତାରିଖରେ ୬୪୭ ଭାରତୀୟଙ୍କୁ ଚାଇନାରୁ ସ୍ୱଦେଶ ଅଣାଯାଇଥିଲା ।
BREAKING NEWS
- Salman Khan: ଫ୍ୟାନ୍ସଙ୍କୁ ଚମକାଇଲେ ଭାଇଜାନ୍! ହାଫ୍ ପ୍ୟାଣ୍ଟ ପିନ୍ଧି YouTubeରେ ଏଣ୍ଟ୍ରି କଲେ ସଲମାନ ଖାନ୍, ଛାଡ଼ିଦେବେ କି ଅଭିନୟ?
- ଦିଲ୍ଲୀ ମୁହାଁ CJP ସମର୍ଥକ; ଆନ୍ଦୋଳନ ଅଟକାଇବାକୁ ସମସ୍ତ ରାଜ୍ୟକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟର କଡ଼ା ନିର୍ଦ୍ଦେଶ
- Vote Chori Proof: ସିଇସିଙ୍କ ଇସ୍ତଫା ଦାବିରେ ରାଷ୍ଟ୍ରପତିଙ୍କୁ ଭେଟିଲା ଇଣ୍ଡି ମେଣ୍ଟ, ଭୋଟ ଚୋରିର ପ୍ରମାଣ ମାଗିଲେ ମହାମହିମ, ରାହୁଲ କହିଲେ…
- Low Pressure: ବଙ୍ଗୋପସାଗରରେ ୧୩ରେ ଲଘୁଚାପ! ଭିଜିବ ଦଶହରା ନା ପାଗ ରହିବ ଶୁଖିଲା? ଆସିଲା ବଡ଼ ଅପଡେଟ୍
- SI Recruitment Scam: ଏସ୍ଆଇ ନିଯୁକ୍ତି ଦୁର୍ନୀତିରେ ଇଡିର ବଡ଼ ଆକ୍ସନ୍! କୋଟି କୋଟି ଟଙ୍କାର ମନି ଟ୍ରେଲ୍ ଖୋଜୁଛି ତଦନ୍ତକାରୀ ସଂସ୍ଥା, ମୁନା ମହାନ୍ତିଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ରେଡ୍
- Student Polls: ଜେନ୍-ଜିଙ୍କୁ ଡରୁଛି ବିଜେପି? ଛାତ୍ର ସଂସଦ ନିର୍ବାଚନରେ ପକ୍ଷପାତ ଅଭିଯୋଗ, ରାସ୍ତାକୁ ଓହ୍ଲାଇବ ବିଜେଡି!
- Delhi on High Alert: ଦିଲ୍ଲୀରେ ହାଇଆଲର୍ଟ! ୪୫ ମେଟ୍ରୋ ଷ୍ଟେସନ୍ ବନ୍ଦ, ୬୬ରୁ ଅଧିକ ଟ୍ରେନ୍ ବାତିଲ୍, ହଜାର ହଜାର ସୁରକ୍ଷାକର୍ମୀଙ୍କ ନଜର; CJP ପ୍ରଦର୍ଶନ ପୂର୍ବରୁ ରାଜଧାନୀରେ ଅଭୂତପୂର୍ବ ସୁରକ୍ଷା
- କ୍ଷେପଣାସ୍ତ୍ର ଆକ୍ରମଣ ପରେ ସାଉଦି ବିମାନବନ୍ଦରରେ ଆତଙ୍କ; ଭାରତୀୟମାନଙ୍କୁ ଘରୁ ବାହାରକୁ ନ ବାହାରିବାକୁ ପରାମର୍ଶ
- ୨ଦିନିଆ ଗସ୍ତ ଓଡ଼ିଶା ଗସ୍ତରେ ମୋହନ ଭାଗବତ
- ବୈଭବଙ୍କୁ କପିଳ ଦେବଙ୍କ ଚେତାବନୀ ,ବିନୋଦ କାମ୍ବଲୀଙ୍କ କ୍ୟାରିୟରକୁ ଦେଖ

Comments are closed.