ଭୁବନେଶ୍ୱର: ଏଣିକି ଗ୍ରୁପ-୩ କର୍ମଚାରୀଙ୍କ ଲାଗି ଦରକାର ପଡିବନି ସିସିଆର୍ । କେବଳ ଉପରିସ୍ଥ ଅଧିକାରୀ ସୁପାରିଶ କରିଦେଲେ ହୋଇଯିବ ପଦୋନ୍ନତି । ଏନେଇ ଗୁରୁବାର ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ।
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଟରେ ଶୁଣାଣି ବେଳେ କର୍ମଚାରୀମାନେ ପଦୋନ୍ନତି ନେଇ ଅଭିଯୋଗ ଆଣିଥିଲେ । ଏହି ଅଭିଯୋଗର ଶୁଣାଣି କରି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏଭଳି ଘୋଷଣା କରିଛନ୍ତି ।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.