ଭୁବନେଶ୍ୱର: ପୁଣି ଚମକିଲେ ଦୌଡରାଣୀ ଦୂତି ଚାନ୍ଦ । ଖେଲୋ ଇଣ୍ଡିଆ କାର୍ଯ୍ୟକ୍ରମରେ ୨ଶହ ମିଟର ଦୌଡରେ ଦୂତିଙ୍କୁ ମିଳିଲା ସ୍ୱର୍ଣ୍ଣ ପଦକ । ଶହେ ମିଟର ପରେ ଆଜି ଦୁଇ ଶହ ମିଟର ଦୌଡରେ ଓଡ଼ିଶା ପାଇଁ ପୁଣି ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ଦୂତି ଚାନ୍ଦ । ୨୩.୬୬ ସେକେଣ୍ଡରେ ସେ ୨ଶହ ମିଟର ଅତିକ୍ରିମ କରିଛନ୍ତି । ଶନିବାର ଶହେ ମିଟର ରେସ୍ରେ ଦୂତି ସ୍ୱର୍ଣ୍ଣ ଜିତିଥିଲେ । ଆଜି ପୁଣି ଥରେ ସେ ଗୋଲ୍ଡ ମେଡାଲ ହାତେଇଛନ୍ତି ।
BREAKING NEWS
- ଖରାଦିନେ ଖାଆନ୍ତୁ ଦହି, ମିଳିବ ଏହିସବୁ ଫାଇଦା
- ପ୍ଲେ ଅଫ ପ୍ରବେଶ ପାଇଁ ଆରସିବିକୁ ଚେନ୍ନାଇ ସ୍କୋର ୨୦୦ ରନ ତଳେ ରଖିବାକୁ ପଡିବ
- ୨୦୧୮ରୁ୨୨ ମଧ୍ୟରେ କୁଆଡେ ଗଲା ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଗଛ
- ଅତ୍ୟଧିକ ଚାପରେ ରହୁଥିବା ମହିଳାଙ୍କୁ ଇଚ୍ଛାମୃତ୍ୟୁ ଅନୁମତି
- ସବୁଠାରୁ ଭୟଙ୍କର ଏହି ଆଇଲ୍ୟାଣ୍ଡ, ଗଲେ ହେବ ନିଶ୍ଚୟ ମୃତ୍ୟୁ
- ବିଜେଡି ଘେରିବା ପରେ ରାଜ୍ୟ ବିଜେପି ମୈଦାନକୁ ଛାଡିଲାକି ମୁଖ୍ୟମନ୍ତ୍ରୀ ଚେହେରା?
- ନିଶା ଦ୍ରବ୍ୟ ବିରୁଦ୍ଧରେ ଇସିଆଇର ଅଭିଯାନ; ଜବତର ହୋଇଛି ୪୫% ନିଶା ଦ୍ରବ୍ୟ
- ଘରେ ବସି ଭୋଟ ଦେଲେ ବରିଷ୍ଠ ନେତା ଆଡଭାନୀ, ମୁରଲୀ, ମନମୋହନ ସିଂହ ଓ ଅନସାରୀ
- ଜାଲ୍ ନୋଟ୍ କାରବାର କରି ଲିଙ୍ଗରାଜ ବେହେରା ସଶ୍ରମ କାରାଦଣ୍ଡରେ ଦଣ୍ଡିତ
- ନେତାଙ୍କ ନାଁରେ ଆପତ୍ତିଜନକ ପୋଷ୍ଟ, ଛାଟ ମାରିଲା କମିଶନରେଟ ପୋଲିସ