ଭୁବନେଶ୍ୱର: ସରିଛି ଡେଡ୍ ଲାଇନ୍ । ୬ ମାସର କୋହଳ ପରେ ପୁଣି କଡାକଡି ହୋଇଛି ନୂଆ ମୋଟର ଯାନ ଆଇନ । ପୁଣି ଆରମ୍ଭ ହୋଇଛି ଛକ ଛକରେ ଚେକିଂ । ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କୁ ସ୍ଥାନେ ସ୍ଥାନେ ଜଗି ଚାଲାଣ କାଟୁଛି ପୋଲିସ । ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ସକାଳୁ ଟ୍ରାଫିକ୍ ଚେକିଂ କଡାକଡି ହୋଇଛି ।
ତେବେ ଭୁବନେଶ୍ୱର ଆର୍ଟିଓ-୨ ଇନ୍ଫୋସିଟି ଅଂଚଳରେ ଆର୍ଟିଓ-୨ ପକ୍ଷରୁ ଚେକିଂ ଜୋରଦାର ହୋଇଛି । ରବିବାର ମଧ୍ୟାହ୍ନ ସୁଦ୍ଧା ୬୩ ଜଣଙ୍କ ଚାଲାଣ କଟାଯାଇଛି । ଫାଇନ ବାବଦକୁ ୨ଲକ୍ଷ ୫୦ ହଜାର ଟଙ୍କା ଆଦାୟକ କରାଯାଇଥିବା ଆଂଚଳିକ ପରିବହନ ଅଧିକାରୀ ଭୁବନେଶ୍ୱର ଆର୍ଟିଓ-୨ ସୂଚନା ଦେଇଛନ୍ତି । କେବଳ ଇନ୍ଫୋସିଟି ଅଂଚଳରୁ ହିଁ ଜଣେ ବାଇକ୍ ଆରୋହୀଙ୍କଠାରୁ ୨୨ ହଜାର ଟଙ୍କା ଫାଇନ ଆଦାୟ ହୋଇଥିବା ଜଣପାଡିଛି ।
BREAKING NEWS
- ୩ୟ ଟି୨୦: ୱେଷ୍ଟଇଣ୍ଡିଜକୁ ୧୪ ରନ୍ରେ ହରାଇଲା ଭାରତ, ସିରିଜ୍ରେ ୨-୧ରେ ଆଗୁଆ
- Drone-Based Surveillance:ଡ୍ରୋନ୍ ଆଧାରିତ ନିରୀକ୍ଷଣରେ ପୂର୍ବ ତଟ ରେଳପଥ ଅଗ୍ରଣୀ;୧୧ଟି ଡ୍ରୋନ୍ ଦ୍ୱାରା ୨୮୪ଟି ଷ୍ଟେସନରେ ନିରୀକ୍ଷଣ
- ଏଆଇ, ପରମାଣୁ ଯୁଦ୍ଧ, ଜୈବଅସ୍ତ୍ର ଆଗାମୀ ୭୫ ବର୍ଷରେ ମାନବଜାତି ପାଇଁ ବିପଦ: ରିପୋର୍ଟ
- ଅନ୍ଧବିଶ୍ୱାସର କରୁଣ ପରିଣତି: ଗୁଣିଗାରେଡ଼ି ସନ୍ଦେହରେ ମାଆକୁ ହତ୍ୟା କଲା ପୁଅ
- DRI Seizes Gold:ମିଳିଲା ଗୁପ୍ତ ଚାମ୍ବର; ୮.୯୮ କୋଟି ମୂଲ୍ୟର ସୁନା ଜବତ, ୨ଅଭିଯୁକ୍ତ ଗିରଫ
- ଏସସିବି ମେଡିକାଲରେ ମାନସିକ ରୋଗୀଙ୍କ ମୃତ୍ୟୁ ଘଟଣା: ଆଟେଣ୍ଡାଣ୍ଟ ଓ ସୁରକ୍ଷାକର୍ମୀ ଗିରଫ
- ରଣଜୀ ଟ୍ରଫି: ବିନା ମ୍ୟାଚ୍ ଖେଳି ପରାଜୟର ସମ୍ମୁଖୀନ ହେଲା ଅରୁଣାଚଳ ପ୍ରଦେଶ
- ୩୯ ବର୍ଷ ପରେ ପୁଣି ଏକାଠି ନଜର ଆସିବେ ଧାରାବାହିକ ରାମାୟଣର ରାମ-ସୀତା
- Fresh Kuki-Naga clashes:ମଣିପୁରରେ ପୁଣି ହିଂସା; ୯ ଜଣଙ୍କ ମୃତ୍ୟୁ, ଶାନ୍ତି ପାଇଁ ଆହ୍ୱାନ ଦେଲେ ମୁଖ୍ୟମନ୍ତ୍ରୀ
- ସିଜେଆଇଙ୍କୁ ଭେଟିବେ, ଗଣତନ୍ତ୍ରକୁ ବଞ୍ଚାଇବା ପାଇଁ ଲଢ଼େଇ ଜାରି ରଖିବେ; ଖଡ଼ଗେ କହିଲେ – ଦେଶରେ ଅଘୋଷିତ ଜରୁରୀକାଳୀନ ପରିସ୍ଥିତି

Comments are closed.