ମୁମ୍ବାଇ: ଆର୍ମି ଅଫିସର ଲୁକ୍ରେ ନଜର ଆସିଛନ୍ତି ବଲିଉଡର ମିଷ୍ଟର ପରଫେକ୍ଟନିଷ୍ଟ ଆମିର ଖାନ୍ । ତାଙ୍କର ଆଗାମୀ ଫିଲ୍ମ “ଲାଲ ସିଂହ ଚଡ୍ଡା”ର ସୁଟିଂରେ ସେ ଏବେ ବ୍ୟସ୍ତ ଅଛନ୍ତି । ଏହାକୁ ନେଇ ବିଭିନ୍ନ ସମୟରେ ଆମିର ଖାନଙ୍କ ଭିନ୍ନ ଭିନ୍ନ ଲୁକ୍ ସାମ୍ନାକୁ ଆସୁଛି । ଏହାରି ଭିତରେ ତାଙ୍କର ଆର୍ମି ଅଫିସର ଲୁକ୍ ସାମ୍ନାକୁ ଆସିବା ପରେ ସୋସିଆଲ ମିଡିଆରେ ଏହା ଭାଇରାଲ ହୋଇଛି ।
ଆମିରଙ୍କୁ ଏହି ଫଟେରେ ଜଣେ ଫ୍ୟାନ୍ଙ୍କ ସହ ଠିଆ ହୋଇଥିବା ଦେଖିବାକୁ ମିଳିଛି । ପୂର୍ବ ଅପେକ୍ଷା ତାଙ୍କର ଲୁକ୍ ପୁରାପୁରି ଅଲଗା ରହିଛି । ଏଥବରେ ସେ କ୍ଲିନ୍ ସେଭ୍ରେ ନଜର ଆସିଛନ୍ତି । ପୂର୍ବରୁ ଆମିର ଏହି ଫିଲ୍ମର ଏକ ଫଟୋରେ ଦାଢ଼ି ଓ ପଗଡିରେ ନଜର ଆସିଥିଲେ ।
BREAKING NEWS
- ୩ୟ ଟି୨୦: ୱେଷ୍ଟଇଣ୍ଡିଜକୁ ୧୪ ରନ୍ରେ ହରାଇଲା ଭାରତ, ସିରିଜ୍ରେ ୨-୧ରେ ଆଗୁଆ
- Drone-Based Surveillance:ଡ୍ରୋନ୍ ଆଧାରିତ ନିରୀକ୍ଷଣରେ ପୂର୍ବ ତଟ ରେଳପଥ ଅଗ୍ରଣୀ;୧୧ଟି ଡ୍ରୋନ୍ ଦ୍ୱାରା ୨୮୪ଟି ଷ୍ଟେସନରେ ନିରୀକ୍ଷଣ
- ଏଆଇ, ପରମାଣୁ ଯୁଦ୍ଧ, ଜୈବଅସ୍ତ୍ର ଆଗାମୀ ୭୫ ବର୍ଷରେ ମାନବଜାତି ପାଇଁ ବିପଦ: ରିପୋର୍ଟ
- ଅନ୍ଧବିଶ୍ୱାସର କରୁଣ ପରିଣତି: ଗୁଣିଗାରେଡ଼ି ସନ୍ଦେହରେ ମାଆକୁ ହତ୍ୟା କଲା ପୁଅ
- DRI Seizes Gold:ମିଳିଲା ଗୁପ୍ତ ଚାମ୍ବର; ୮.୯୮ କୋଟି ମୂଲ୍ୟର ସୁନା ଜବତ, ୨ଅଭିଯୁକ୍ତ ଗିରଫ
- ଏସସିବି ମେଡିକାଲରେ ମାନସିକ ରୋଗୀଙ୍କ ମୃତ୍ୟୁ ଘଟଣା: ଆଟେଣ୍ଡାଣ୍ଟ ଓ ସୁରକ୍ଷାକର୍ମୀ ଗିରଫ
- ରଣଜୀ ଟ୍ରଫି: ବିନା ମ୍ୟାଚ୍ ଖେଳି ପରାଜୟର ସମ୍ମୁଖୀନ ହେଲା ଅରୁଣାଚଳ ପ୍ରଦେଶ
- ୩୯ ବର୍ଷ ପରେ ପୁଣି ଏକାଠି ନଜର ଆସିବେ ଧାରାବାହିକ ରାମାୟଣର ରାମ-ସୀତା
- Fresh Kuki-Naga clashes:ମଣିପୁରରେ ପୁଣି ହିଂସା; ୯ ଜଣଙ୍କ ମୃତ୍ୟୁ, ଶାନ୍ତି ପାଇଁ ଆହ୍ୱାନ ଦେଲେ ମୁଖ୍ୟମନ୍ତ୍ରୀ
- ସିଜେଆଇଙ୍କୁ ଭେଟିବେ, ଗଣତନ୍ତ୍ରକୁ ବଞ୍ଚାଇବା ପାଇଁ ଲଢ଼େଇ ଜାରି ରଖିବେ; ଖଡ଼ଗେ କହିଲେ – ଦେଶରେ ଅଘୋଷିତ ଜରୁରୀକାଳୀନ ପରିସ୍ଥିତି

Comments are closed.