ନ୍ୟୁୟର୍କ: ପୂର୍ବତନ ବିଶ୍ୱ ଚାମ୍ପିୟନ ବକ୍ସର ମାଇକ ଟାଇସନ ତାଙ୍କ ଝିଅ ମିକି ଲୋର୍ଣ୍ଣାଙ୍କ ବିବାହ ନେଇ ବ୍ୟସ୍ତ ହେଉଥିବା ଖବର ପ୍ରକାଶ ପାଇଛି । ଯିଏ ତାଙ୍କ ୩୦ ବର୍ଷୀୟ ଝିଅଙ୍କୁ ବିବାହ କରିବ ସେ ୭୦ ଲକ୍ଷ ଟଙ୍କା ଦେବେ ବୋଲି କହିଛନ୍ତି । ତେବେ ଏହି ରିପୋର୍ଟ ଭାଇରାଲ ହେବା ପରେ ଟାଇସନ ଖବରକୁ ଖଣ୍ଡନ କରିଛନ୍ତି । ସେ କହିଛନ୍ତି ଏହାର କୌଣସି ସତ୍ୟତା ନାହିଁ ।୩୦ ବର୍ଷୀୟ ମିକି ଲୋର୍ଣ୍ଣାଙ୍କ ଓଜନ ୧୫୦ କିଲୋଗ୍ରାମ । ସେ ବାପାଙ୍କ ପରି ମଜଭୁତ ଶରୀର ପାଇଥିବାରୁ ଅନେକ ଯୁବକ ତାଙ୍କୁ ବିବାହ କରିବା ପାଇଁ ପଛଘୁଂଚା ଦେଉଛନ୍ତି । ଟାଇସନ ୧୯୮୫ରୁ ୨୦୦୫ ପର୍ଯ୍ୟନ୍ତ ବକ୍ସିିଂ ଦୁନିଆରେ ରାଜୁତି କରିଥିଲେ । ମାତ୍ର ୨୦ ବର୍ଷ ବୟସରେ ସର୍ବକନିଷ୍ଠ ବକ୍ସର ଭାବେ ହେଭିୱେଟ ଟାଇଟଲ ଜିତିଥିଲେ ।
BREAKING NEWS
- ସମ୍ପତି ମାମଲାରେ ନିଜକୁ କୁଇନ ପ୍ରମାଣିତ କଲେ ବିଜେପି ପ୍ରାର୍ଥୀ କଙ୍ଗନା
- ଚାହା କିମ୍ବା କଫି ପିଉଥିଲେ ସାବଧାନ, ଚେତାବନୀ ଦେଲା ଆଇସିଏମ୍ଆର
- ୩୪୦୦୦ କୋଟି ଟଙ୍କାର ବ୍ୟାଙ୍କ ଋଣ ଠକେଇ ମାମଲାରେ ଗିରଫ ହେଲେ ଧୀରଜ ୱଧାୱନ
- ରାଜନୀତିରେ ମାଗଣା ବିଜୁଳି: ଆପଣଙ୍କ ବିଲ୍ କ’ଣ ଜୁନ ମାସରୁ ଦେୟମୁକ୍ତ ହୋଇପାରିବ, ପଢ଼ନ୍ତୁ ଏହି ରିପୋର୍ଟ
- ଆଦର୍ଶ ଆଚରଣ ବିଧି ଲାଗୁ ହେବାକୁ ପୂରିଲା ୨ ମାସ: ରିପୋର୍ଟ ଜାରି କଲେ ନିର୍ବାଚନ ଆୟୋଗ
- ନିର୍ବାଚନ ବେଳେ ଭୋଟରମାନେ ନେତାଙ୍କୁ ବ୍ୟକ୍ତିଗତ ତଥ୍ୟ ଦିଅନ୍ତୁ ନାହିଁ: ରାଜ୍ୟ ନିର୍ବାଚନ ଅଧିକାରୀ
- ଛାଡପତ୍ରର କାରଣ ୫ ଟଙ୍କିଆ କୁରକୁରେ, କାଠଗଡାରେ ସ୍ଵାମୀ-ସ୍ତ୍ରୀ
- ଟି୨୦ ବିଶ୍ୱକପ: ଦ୍ୱିତୀୟ ସେମିଫାଇନାଲ ପାଇଁ ନାହିଁ ରିଜର୍ଭ ଦିବସ
- ଆୟକର କାର୍ଯ୍ୟାଳୟରେ ଭୟଙ୍କର ଅଗ୍ନିକାଣ୍ଡ, ଜଣେ ମୃତ
- ତିହାର ଜେଲ୍କୁ ବୋମାରେ ଉଡାଇ ଦେବାକୁ ଧମକ, ସର୍ଚ୍ଚ ଅପରେସନ ଜାରି