ଭୁବନେଶ୍ୱର: ପୁଣି ରାଜ୍ୟରେ ବର୍ଷା ହେବା ନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ୫ ଦିନରେ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଗଜପତିରେ ବର୍ଷ ହେବାର ସମ୍ଭାବନା ରହିଛି । ମାର୍ଚ୍ଚ ୩ ଓ ୪ ତାରିଖରେ ରାଜ୍ୟର ଆଉ କେତେକ ଜିଲ୍ଲାରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏହା ବ୍ୟତୀତ ମାର୍ଚ୍ଚ ୩ରୁ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ମେଘୁଆ ପାଗ ଜାରି ରହିବା ସହିତ ହାଲୁକା ବର୍ଷା ହୋଇପାରେ ।
BREAKING NEWS
- ଏଏନ୍ଏମ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍…
- ଡିସେମ୍ବର ୫ରୁ ୧୫; ବିମାନ ବାତିଲ ଉପରେ ମିଳିବ ସମ୍ପୂର୍ଣ୍ଣ ରିଫଣ୍ଡ
- କୋହଲିଙ୍କ ଶତକ ଯୋଗୁ ବୃଦ୍ଧି ହେଲା ଟିକେଟ ବିକ୍ରି
- ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ
- Textbooks: ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ…ପିଲା ପଢିବେ ନୂଆ ବହି
- ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ
- ବିମାନ ବାତିଲ ପାଇଁ ହଟହଟା ନବବିବାହିତ; ଭିସିରେ ଯୋଗଦେଲେ…
- ଜାତୀୟ ମୁଦ୍ରାରେ ନେଣଦେଣ କରିବା ଆଡ଼କୁ ଯାଉଛି ଭାରତ-ରୁଷ
- Suspended: ଥାନା ଅଧିକାରୀ ନିଲମ୍ବିତ, ନିକଟରେ ଇନ୍ସପେକ୍ଟରରୁ ଡିଏସପିକୁ ହୋଇଥିଲା ପଦୋନ୍ନତି
- ଶିଶୁକନ୍ୟାକୁ ମାରି ମାଆ ଫେରାର !
Comments are closed.