ସିଡନୀ:ଆଇସିସି ଟି୨୦ ମହିଳା ବିଶ୍ୱକପ କ୍ରିକେଟର ଭାରତ-ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲ ବର୍ଷା ଯୋଗୁ ବାତିଲ ହୋଇଯାଇଛି । ତେବେ ଟୁର୍ନାମେଂଟରେ ଅପରାଜେୟ ରହିଥିବା ଭାରତକୁ ଏହାର ଫାଇଦା ମିଳିଛି ଏବଂ ଦଳ ଫାଇନାଲରେ ପ୍ରବେଶ କରିଛି । ଟିମ୍ ଇଣ୍ଡିଆ ପ୍ରଥମ ଥର ପାଇଁ ଟାଇଟଲ ମୁକାବିଲାରେ ଅବତୀର୍ଣ୍ଣ ହୋଇଛି ।
୮ ମାର୍ଚ୍ଚରେ ଖେଳାଯିବାକୁ ଥିବା ଫାଇନାଲରେ ଟିମ୍ ଇଣ୍ଡିଆ ଦ୍ୱିତୀୟ ସେମିଫାଇନାଲ ବିଜେତାକୁ ଭେଟିବ । ଅଷ୍ଟ୍ରେଲିଆ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ସେମି ଫାଇନାଲ ବାତିଲ ହେଲେ ଦକ୍ଷିଣ ଆଫ୍ରିକା ଫାଇନାଲରେ ପ୍ରବେଶ କରିବ । ସୂଚନାଯୋଗ୍ୟ କ୍ରିକେଟ ଅଷ୍ଟ୍ରେଲିଆ ସେମିଫାଇନାଲ ପାଇଁ ରିଜର୍ଭ ଡେ ମାଗିଥିଲେ ମଧ୍ୟ ଆଇସିସି ମନା କରି ଦେଇଥିଲା । ଫାଇନାଲ ପାଇଁ କେବଳ ରିଜର୍ଭ ଡେ ରଖାଯାଇଛି ।
BREAKING NEWS
- ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
- IndiGo ପାଇଲଟଙ୍କୁ କେତେ ମିଳେ ଦରମା? ଜାଣିଲେ ହୋଇଯିବେ କାବା !
Comments are closed.