ନୂଆଦିଲ୍ଲୀ: ୬ କୋଟି କର୍ମଚାରୀଙ୍କୁ ମୋଦୀ ସରକାରଙ୍କ ଝଟ୍କା । କମିଲା ଇପିଏଫ୍ ସୁଧ ହାର । ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଇପିଏଫ୍ ସୁଧ ହାର କମାଇଛନ୍ତି ସରକାର । କେନ୍ଦ୍ର ଶ୍ରମ ମନ୍ତ୍ରୀ ସନ୍ତୋଷ ଗଙ୍ଗୱାର ଏନେଇ ଆଜି ଘୋଷଣା କରିଛନ୍ତି ।
ଇପିଏଫ୍ ସୁଧ ହାର ୦.୧୫ ପ୍ରତିଶତ ହ୍ରାସ କରାଯାଇଛି ୮.୫୦ ପ୍ରତିଶତ କରାଯାଇଛି । ପୂର୍ବରୁ ଇପିଏଫ୍ରେ ସୁଧ ହାର ୮.୬୫ ପ୍ରତିଶତ ମିଳୁଥିଲା, ଯାହାକୁ ଏବେ କମାଇ ଦିଆଯାଇଛି । ଏବେ ବେତନ ପାପ୍ତ କର୍ମଚାରୀମାନେ ସେମାନଙ୍କ ଭବିଷ୍ୟନିଧି ପାଣ୍ଠି ଜମା ଉପରେ ୦.୧୫ ପ୍ରତିଶତ କମ୍ ସୁଧ ପାଇବେ ।
BREAKING NEWS
- ସୁବର୍ଣ୍ଣରେଖାରେ ଭାସିଗଲେ ପର୍ଯ୍ୟଟକ, ଉତ୍ତରପ୍ରଦେଶରୁ ଆସିଥିଲେ…
- ଘରୋଇ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଖାଦ୍ୟରେ ପୋକ, କ୍ୟାମ୍ପସରେ ଉତ୍ତେଜନା
- Asian Games: ଏସୀୟ କ୍ରୀଡ଼ାରେ ଇତିହାସ ରଚିଲା ଭାରତ, ପାକିସ୍ତାନକୁ ହରାଇ ଗୋଲ୍ଡ ହାତେଇଲା ଟିମ୍ ଇଣ୍ଡିଆ
- ଫାର୍ମା କମ୍ପାନୀର ବଏଲରରେ ବିସ୍ଫୋରଣ; ୫ ମୃତ, ୧୦ ଆହତ
- କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଓଡ଼ିଶାରେ ଶାସ୍ତ୍ରୀୟ ପାଲି ପାଇଁ ଏକ୍ସଲେନ୍ସ ସେଣ୍ଟର ଅନୁମୋଦନ: କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ
- ଦୁଇ ଦିନିଆ ଓଡ଼ିଶା ଗସ୍ତରେ ବିଜେପି ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ, କରିବେ ରାଜ୍ୟ ସାଙ୍ଗଠନିକ ସମୀକ୍ଷା
- ବାଲେଶ୍ୱରରେ ଚାଲିଛି ନକଲି RTO ଅଫିସ୍; ଗିରଫ ହେଲେ ଝାଡ଼ଖଣ୍ଡ ଯୁବକ
- ସୀମା ଟପିଲା ବର୍ବରତା: ୮୦ ବର୍ଷୀୟା ବୃଦ୍ଧାଙ୍କୁ ଦୁଷ୍କର୍ମ ଅଭିଯୋଗ
- ସ୍ବର୍ଣ୍ଣ ବିଜେତା ମହିଳା ହକି ଟିମ୍ ପାଇଁ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- Dry Weather: ୩ ଦିନ ଖରା, ୫ରୁ ବଦଳିବ ପାଗ! ୧୨ରେ ଘୂର୍ଣ୍ଣିବଳୟ, ୧୩ରେ ଲଘୁଚାପ; ଜାଣନ୍ତୁ ବାତ୍ୟା ନେଇ କ’ଣ କହୁଛି ଆଇଏମଡି?

Comments are closed.