ବିହାର: ବିହାରର ମୁଜାଫରପୁରରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ୧୧ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୪ଜଣ ଗୁରୁତର ଆହତ ହୋଇଛନ୍ତି । ମୁଜାଫରପୁରର କାଣ୍ଟି ପ୍ରଖଣ୍ଡରେ ଏହି ଦୁର୍ଘଟଣା ଘଟିଛି । ଏକ ସ୍କର୍ପିଓ ଓ ଟ୍ରାକ୍ଟର ମୁହାଁମୁହିଁ ଧକ୍କା ହେବା ଫଳରେ ମୃତ୍ୟୁ ସଂଖ୍ୟା ବଢ଼ିଛି ।
Bihar: 11 dead, 4 injured in a collision between a Scorpio vehicle and a tractor on NH-28 in Kanti Police Station area of Muzaffarpur https://t.co/PQpPvK9s9u pic.twitter.com/ZHSzjbi9lu
— ANI (@ANI) March 7, 2020
ମିଳିଥିବା ସୂଚନା ଅନୁସାରେ, ସ୍କର୍ପିଓଟି ମୁଜାଫରପୁର ଜାତୀୟ ରାଜପଥ ନଂ ୨୮ରେ ଯାଉଥି ବା ସମୟରେ ଏକ ଟ୍ରାକ୍ଟର ସହ ଧକ୍କା ହୋଇଥିଲା । ଏଥିରେ ୧୧ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ମୃତକଙ୍କ ସଂଖ୍ୟା ବଢ଼ିପାରେ ବୋଲି ଜଣାପଡିଛି ।
Comments are closed.