ମେଲବୋର୍ଣ୍ଣ: ମହିଳା ଟି୨୦ ବିଶ୍ୱକପ ପୂର୍ବରୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅଷ୍ଟ୍ରେଲିଆର ସ୍କଟ ମୋରିସନ ସୋସିଆଲ ସାଇଟରେ ନିଜ ଦେଶକୁ ସମର୍ଥନ କରିବା ସହ ପରସ୍ପର କଥା କଟାକଟି ହୋଇଛନ୍ତି । ଫାଇନାଲ ପୂର୍ବରୁ ସ୍କଟ ମୋରିସନ ଟ୍ୱିଟ କରି ମୋଦିଙ୍କୁ ଟ୍ୟାଗ କରିଛନ୍ତି ଏବଂ ତାଙ୍କ ଦେଶ ଟ୍ରଫି ଜିତିବ ବୋଲି କହିଛନ୍ତି । ମୋଦି କହିଛନ୍ତି, ବ୍ଲ୍ୟୁ ମାଉଣ୍ଟେନ ପରି ଆସନ୍ତାକାଲି ଏମସିଜି ମଧ୍ୟ ବ୍ଲ୍ୟୁ ହୋଇଯିବ। ସ୍କଟ ମୋରିସର ଟ୍ୱିଟ କରି କହିଛନ୍ତି, ଆସନ୍ତାକାଲି ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟ ମହିଳା ବିଶ୍ୱକପ ଫାଇନାଲ ମେଲବର୍ଣ୍ଣରେ ହେବ । ଏମସିଜିର ବିଶାଳ ଷ୍ଟାଡିୟମ ଓ ଲୋକଙ୍କ ସମ୍ମୁଖରେ ଦୁଇଟି ବେଷ୍ଟ ଟିମ୍ ପରସ୍ପରକୁ ଭେଟିବେ।
ଏହା ଏକ ଚମତ୍କାର ରାତି ଓ ଭଲ ମ୍ୟାଚ ହେବ। ତେବେ ଅଷ୍ଟ୍ରେଲିଆ ହିଁ ବାଜିମାତ କରିବ ।” ଏହାର ଜବାବର ମୋଦି ଦେଇ ଲେଖିଛନ୍ତି ଯେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ମହିଳା ଟି-୨୦ ବିଶ୍ୱକପ ଫାଇନାଲ ଆସନ୍ତାକାଲି ହେବ। ଏହାଠାରୁ ଆଉ ବଡ଼ କିଛି ନ ହୋଇପାରେ। ଉଭୟ ଟିମକୁ ଶୁଭେଚ୍ଛା ଓ ମହିଳା ଦିବସର ଶୁଭକାମନା । ଯିଏ ଭଲ ଖେଳିବ, ସିଏ ଜିତିବ। ବ୍ଲ୍ୟୁ ମାଉଣ୍ଟେନ ପରି ଆସନ୍ତାକାଲି ଏମସିଜି ମଧ୍ୟ ନୀଳ ହେଇଯିବ ।”
BREAKING NEWS
- Heavy Rain & Floods in Odisha:ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି; ଏରିଅଲ ସର୍ଭେରେ ଯିବେ ମୁଖ୍ୟମନ୍ତ୍ରୀ
- ବ୍ୟାଙ୍କ ଗ୍ରାହକଙ୍କୁ ଆଶ୍ୱସ୍ତି: ୩ ଦିନିଆ ଧର୍ମଘଟ ବେଳେ ମାଗଣାରେ ଏଟିଏମ୍ରୁ ଉଠାଇ ପାରିବେ ଟଙ୍କା, ଲାଗିବନି ଏକ୍ସଟ୍ରା ଚାର୍ଜ
- ଶସ୍ତା ଇନ୍ଧନ ଓ କମ୍ ପ୍ରଦୂଷଣ: ଖୁବଶୀଘ୍ର ରାସ୍ତାକୁ ଓହ୍ଲାଇବ ଶହେ ପ୍ରତିଶତ ଇଥାନଲ୍ ଚାଳିତ ଗାଡ଼ି
- ଯାତ୍ରୀଙ୍କ ଭିଡ଼କୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥର ବଡ଼ ପଦକ୍ଷେପ: ଭୁବନେଶ୍ୱର, ପୁରୀ ଓ ସମ୍ବଲପୁର ଟ୍ରେନ୍ରେ ଲାଗିବ ଅତିରିକ୍ତ ବଗି
- ଦେଶରେ ପ୍ରଥମ ଥର ଓଡ଼ିଶାରେ ଉନ୍ମୋଚିତ ହେଲା ‘ମାନସିକ ସ୍ୱାସ୍ଥ୍ୟ ମାର୍ଗଦର୍ଶିକା’
- Hospital in Western Odisha:ପଶ୍ଚିମ ଓଡ଼ିଶାରେ ୧୦୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ପ୍ରତିଷ୍ଠା କରିବ ବେଦାନ୍ତ
- ମୋଦୀଙ୍କୁ ଭୂୟସୀ ପ୍ରଶଂସା କଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ:ଭାରତ ନିଜର ରଣନୈତିକ ନୀତି ଯୋଗୁଁ ନିଜର ଇନ୍ଧନ ଯୋଗାଣକୁ ସ୍ଥିର ରଖିବାରେ ସଫଳ
- ଜାପାନର ୧୧ ବର୍ଷୀୟ ଇ-ସ୍ପୋର୍ଟସ୍ ଖେଳାଳି ୟୁକି କୁରିହାରା ଏସୀୟ କ୍ରୀଡ଼ାରେ ସ୍ଵର୍ଣ୍ଣ ପଦକ ଜିତି ରଚିଲେ ଇତିହାସ
- Spurious liquor:ମଦ୍ୟପାନ ନିଷିଦ୍ଧ ରାଜ୍ୟରେ ବିଷାକ୍ତ ମଦ ପିଇ ୧୯ ଜଣଙ୍କ ଗଲା ଜୀବନ
- ଏସୀୟ କ୍ରୀଡ଼ା ୨୦୨୬: କବାଡ଼ିରେ ଭାରତକୁ ଡବଲ ସ୍ୱର୍ଣ୍ଣ

Comments are closed.