କଟକ: ହୋଲିରେ ଅଘଟଣ । କାଠଯୋଡିରେ ନଦୀରେ ବୁଡି ଦୁଇ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ହେଲେ ନିଶାନ୍ତ ପାଢ଼ୀ ଓ ଶୁଭମ୍ କୁମାର ବେହେରା । ସେମାନଙ୍କ ଘର ନେତାଜୀ ନଗର ଅଂଚଳରେ ବୋଲି ଜଣାପଡିଛି ।
ସୂଚନାଯୋଗ୍ୟ ଯେ, ଦୁଇ ଯୁବକ ହୋଲି ଖେଳସାରି କାଠଯୋଡି ନଦୀକୁ ଗାଧୋଇବାକୁ ଯାଇଥିଲେ । ଗାଧୋଇବା ବେଳେ ସେମାନଙ୍କ ଗୋଡ ଖସିଯିବାରୁ ନଦୀରେ ବୁଡି ଯାଇଥିଲେ । ପରେ ଦୁଇ ଯୁବକଙ୍କୁ ଉଦ୍ଧାର କରି କଟକ ବଡ ମେଡିକାଲକୁ ନିଆଯାଇଥିଲା । ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ ।
BREAKING NEWS
- ଅପମିଶ୍ରିତ ପନିରକୁ ନେଇ ପୁଣି ବଡ଼ ରେଡ, ଟ୍ୱିନ ସିଟି ପରେ ଏବେ ବ୍ରହ୍ମପୁରରେ ଖାଦ୍ୟ ସୁରକ୍ଷା ବିଭାଗର ଟିମ
- ଆସୁଛି ଆଉ ଏକ ଲଘୁଚାପ: ପୁଣି ଝଡ଼ବର୍ଷା ଚେତାବନୀ, ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି
- Circuit House gun case:ବନ୍ଧୁକ ମାମଲାରେ ବଢ଼ିଲା ଅଡୁଆ;ବିଜେପି ଯୁବ ନେତା ପ୍ରକାଶ ପାଶ୍ବାନ ନିଲମ୍ବିତ
- ଅନଲାଇନ୍ ଟ୍ୟାକ୍ସି ଚାଳକ ଓ ପୋଲିସ ମୁହାଁମୁହିଁ ଘଟଣା: ହିଂସାତ୍ମକ କାର୍ଯ୍ୟକଳାପକୁ ନିନ୍ଦା କଲା ବିଜେଡି, ପାଲଟା ଜବାବ ଦେଲା ବିଜେପି
- SBI ଆକାଉଣ୍ଟ ଧାରକଙ୍କୁ ବଡ଼ ଝଟକା, ବାରମ୍ବାର ଜମା ଖାତାରୁ ଟଙ୍କା ଉଠାଇଲେ ପଡ଼ିବ ଅଲଗା ଦେୟ, ଜାଣନ୍ତୁ କଣ ରହିଛି ନୂଆ ନିୟମ
- କିମ୍ସ ଡାକ୍ତରଙ୍କ ସଫଳତା: ୧୦ମାସର ଶିଶୁ ଖାଦ୍ୟନଳୀରୁ ବାହାରିଲା ଧାତବ ପିନ୍
- ଆୟ ବହିର୍ଭୂତ ସମ୍ପତ୍ତି ନେଇ ତହସିଲଦାର ଘରେ ଭିଜିଲାନ୍ସ, ନଗଦ ୫ ଲକ୍ଷ ଟଙ୍କା ଜବତ
- Flood Affected:ଆସନ୍ତାକାଲି ଏହି ଜିଲ୍ଲାର ୨୦୫ ସ୍କୁଲ ଛୁଟି ଘୋଷଣା;୨୬୫ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ…
- ବଢ଼ିଲା ଜେଲ୍ କର୍ମଚାରୀ ଓ ଅଧିକାରୀମାନଙ୍କ ବାର୍ଷିକ ପୋଷାକ ଭତ୍ତା
- Sundargarh Accident:ବିଜୁ ଏକ୍ସପ୍ରେସ ୱେରେ ଛାତିଥରା ଦୁର୍ଘଟଣା;ଟ୍ରଲର ଚକା ତଳେ ଚାଲିଗଲା ମହିଳାଙ୍କ ସମେତ ୨ ଶିଶୁଙ୍କ ଜୀବନ

Comments are closed.