କେରଳ: ଚାରିଆଡେ କରୋନା ଭାଇରସର ଭୟ । ଚୀନରୁ ସୃଷ୍ଟି ହୋଇଥିବା ଏହି ମାରାତ୍ମକ କରୋନା ଭାଇରସ ଧୀରେ ଧୀରେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି । କେରଳରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ୧୨ରେ ପହଂଚିଛି । ଏହାକୁ ଦୃଷ୍ଟିରେ ରଖି ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରାଯାଇଛି ।
୭ମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ କ୍ଲାସ ଓ ପରୀକ୍ଷାକୁ ମଧ୍ୟ ବାତିଲ କରାଯାଇଛି । ଏନେଇ କେରଳ ମୁଖ୍ୟମନ୍ତ୍ରୀ ପିନରାୟି ବିଜୟନ ଘୋଷଣା କରିଛି । ହେଲେ ଅଷ୍ଟମ, ନବମ ଓ ଦଶମ ଶ୍ରେଣୀରେ ପୂର୍ବଭଳି ପାଠ ପଢ଼ାଯିବା ସହ ସମସ୍ତ ପରୀକ୍ଷା ମଧ୍ୟ କରାଯିବ ବୋଲି ସେ କହିଛନ୍ତି ।
BREAKING NEWS
- ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ଅଭିଯାନ; ୧୦ ହଜାରରୁ ଅଧିକ ମହିଳାଙ୍କୁ କିଟ୍ ଓ ସଚେତନତା ବାଣ୍ଟିଲା ଟିପିଏସ୍ଓଡିଏଲ୍
- ବିଜେଡିକୁ ଶକ୍ତ ଝଟ୍କା, ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା
- ଅପରେସନ ସାଇବର କବଚ: ୩୪,୧୦୧ଟି ବେନାମୀ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ, ୩୩୬ ଜଣ ଗିରଫ
- ଏଥର ଟି୨୦ରେ ବୁମରାହଙ୍କୁ କମ ଦେଖିବାକୁ ମିଳିବ
- ଟି୨୦ ବିଶ୍ୱକପ: ଭାଙ୍ଗିଲା ଏହି ସବୁ ରେକର୍ଡ
- ଗୁଜରାଟ ଟାଇଟାନ୍ସର ବ୍ୟାଟିଂ କୋଚ ହେଲେ ମାଥ୍ୟୁ ହେଡେନ
- Nyaya Sanhita Exhibition: ଆଉ ଦୁଇ ଦିନ ବଢିଲା ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ
- ଭିତ୍ତିଭୂମି ନିର୍ମାଣରେ ଓଡ଼ିଶା ତୁଳନାରେ ଆଗୁଆ ଅଛି ଆନ୍ଧ୍ର: ବିଦ୍ୟୁତ ରିପୋର୍ଟ
- ରାଜ୍ୟରେ ଦାଦନ ଶ୍ରମିକ ବୃଦ୍ଧି, ବର୍ଷକରେ ବଢିଲେଣି ୨୨ ହଜାର ପ୍ରବାସୀ
- Youth Commits Suicide: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
Comments are closed.