ଗୁଣୁପୁର: ହୋଲି ଖେଳ ହେଲା କାଳ । ପାଣିରେ ବୁଡି ପ୍ରାଣ ହରାଇଲେ ୩ ଜଣ । ଗୁଣୁପୁର ପଦ୍ମପୁର ଥାନା ବଡନାଳ ଡ୍ୟାମରେ ବୁଡି ୩ ଜଣଙ୍କ ମୃତ୍ୟୁ ହୋଇଛି ।
ସୂଚନା ଅନୁସାରେ, ହୋଲି ଖେଳି ସାରି ଗାଧୋଇବା ବେଳେ ପାଣିରେ ୨ ଜଣ ବୁଡି ପ୍ରାଣ ହରାଇଥିବା ବେଳେ ଅନ୍ୟ ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିଲା । ତାଙ୍କୁ ଅଗ୍ନିଶମ ବାହିନି ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲା । ଶେଷରେ ଗୁରୁତର ଅବସ୍ଥାରେ ପଦ୍ମପୁର ମେଡିକାଲରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି ।
BREAKING NEWS
- ଏନସିଏ ହାଇ ପର୍ଫମାନ୍ସ ପ୍ରୋଗ୍ରାମ: ୩୦ ଖେଳାଳିଙ୍କ ମଧ୍ୟରେ ଶ୍ରେୟାଶ ଆୟାର, ଈଶାନ କିଶାନ
- ଭୁବନେଶ୍ଵରରେ ମୋଦୀ, ଦଳୀୟ କର୍ମୀଙ୍କୁ ଦେଲେ ଗୁରୁମନ୍ତ୍ର
- ପଞ୍ଜାବକୁ ହରାଇଲା ହାଇଦ୍ରାବାଦ
- ନିର୍ବାଚନ ଡ୍ୟୁଟି ଯାଇଥିବା ପୋଲିଂ ଅଧିକାରୀଙ୍କ ମୃତ୍ୟୁ, ମିଳିବ ୧୫ ଲକ୍ଷର ଅନୁକମ୍ପା ରାଶି
- ଭଂଜନଗରରେ ନିର୍ବାଚନୀ ହିଂସା, ୨ ବିଜେପି କର୍ମୀ ରକ୍ତାକ୍ତ
- ଆସନ୍ତୁ ଜାଣିବା ଆଇପିଏଲ ବ୍ରଡକାଷ୍ଟରଙ୍କ ଉପରେ କାହିଁକି ବିରକ୍ତ ହୋଇଛନ୍ତି ରୋହିତ
- ଭଦ୍ରାମୀ ଓ ସଂଯମତା ଭୁଲି ଯାଉଛନ୍ତି ବିଜେପି ନେତା: ବିଜେଡି
- ବିଜେପିକୁ ଆଶୀର୍ବାଦ କଲେ କୁଚିଣ୍ଡା ଆହୁରି ୨୦ ବର୍ଷ ପଛକୁ ପଳେଇବ: ପାଣ୍ଡିଆନ
- ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର, ବିକାଶ ବିଜେଡିର ଅସ୍ତ୍ର: ନବୀନ ପଟ୍ଟନାୟକ
- ଖଲ୍ଲିକୋଟ ନିର୍ବାଚନୀ ହିଂସା, ଗିରଫ ସଂଖ୍ୟା ୧୧କୁ ବୃଦ୍ଧି