ଭୁବନେଶ୍ୱର: ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନର ପ୍ରଥମ ଦିନରୁ ହିଁ ବିରୋଧୀଙ୍କ ହୋହଲ୍ଲା । ଗୃହରେ ଜଗନ୍ନାଥଙ୍କ ଟଙ୍କା ପ୍ରସଙ୍ଗକୁ ନେଇ କଂଗ୍ରେସ ସଦସ୍ୟମାନେ ହଟ୍ଟଗୋଳ କରିଛନ୍ତି । ଫଳରେ ବିଧାନସଭାକୁ ବାରମ୍ବାର ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ।
ପ୍ରଥମେ ସାଢ଼େ ୧୨ଟା ଯାଏଁ ମୁଲତବୀ ଘୋଷଣା କରାଯାଇଥିଲା । ଏହା ପରେ ପୁଣି ହଟ୍ଟଗୋଳ ହେବାରୁ ଦିନ ୩ଟା ଯାଏଁ ଗୃହ ମୁଲତବୀ କରାଯାଇଛି ।
ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ ଦିବଙ୍ଗତ ବିଧାୟକମାନଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଥିଲେ । ଏହାପରେ କଂଗ୍ରେସ ସଭ୍ୟ ହଟ୍ଟଗୋଳ କରିଥିଲେ । ଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ୟେସ୍ ବ୍ୟାଙ୍କରେ ରହିବା ପ୍ରସଙ୍ଗ ଉଠାଇ ବିଧାୟକମାନେ ଗୃହର ମଧ୍ୟ ଭାଗକୁ ଆସି ନାରାବାଜି କରିଥିଲେ ।
BREAKING NEWS
- ଭୋଜି ଖାଇ ଝାଡ଼ାବାନ୍ତିରେ ୩୦ ଶିଶୁଙ୍କ ସମେତ ୭୦ ଜଣ ଆକ୍ରାନ୍ତ
- ହିଟ୍ ଆଣ୍ଡ୍ ରନ୍ ମାମଲା: କାରକୁ ଘୋଷାଡ଼ି ନେଲା ଯାତ୍ରୀବାହି ବସ
- ଜଗନ୍ନାଥଙ୍କ ଆନିମେସନ୍ ଫିଲ୍ମ ରିଲିଜ୍ ଉପରେ ଲାଗିଲା ରୋକ୍, ଅଗଷ୍ଟ ୧୩ରେ ମାମଲାର ପରବର୍ତ୍ତୀ ଶୁଣାଣି
- ରାଜ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ, ପ୍ରବଳ ବର୍ଷା ନେଇ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
- ରେଭେନ୍ସା ବିବାଦରେ ନୂଆ ମୋଡ଼: ସଦର ବିଧାୟକଙ୍କୁ କାଉଣ୍ଟର କଲା ଶିକ୍ଷକ ସଂଘ ‘ରୁଟା’
- Netanyahu dials PM Modi:ମୋଦୀଙ୍କୁ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ଫୋନ୍ କଲ୍; ସ୍ୱତନ୍ତ୍ର ରଣନୈତିକ ଭାଗୀଦାରୀ ଏବଂ ପଶ୍ଚିମ ଏସିଆର ସ୍ଥିତି ନେଇ ଆଲୋଚନା
- ୨୨ଲକ୍ଷର ସୋସାଇଟି ପାଣ୍ଠି ହଡ଼ପ ଅଭିଯୋଗ;ପୂର୍ବତନ ପାକ୍ସ ସମ୍ପାଦକ ଗିରଫ
- ବିଷାକ୍ତ ଲଙ୍କା: ୨୭ଟି ରାଜ୍ୟରେ ବ୍ୟାପିଲା ସାଲମୋନେଲା ସଂକ୍ରମଣ, ୩୪୫ ଆକ୍ରାନ୍ତ
- ଏଥର ଇନଷ୍ଟାଗ୍ରାମରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ନୂଆ ନିବେଦନ
- ବାଲେଶ୍ୱର ଭୋଗରାଇରେ ଉତ୍ତେଜନା: ସମୀକ୍ଷା ବୈଠକ ବେଳେ ମୁହାଁମୁହିଁ ହେଲେ ବିଜେପି-ବିଜେଡି କର୍ମୀ

Comments are closed.