ନୂଆଦିଲ୍ଲୀ: ୟେସ୍ ବ୍ୟାଙ୍କରେ ଜଗନ୍ନାଥଙ୍କ ଟଙ୍କା ଜମାକୁ ନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଲା ସୀତାରମଣଙ୍କୁ ଭେଟିଲେ ବିଜେଡି ସାଂସଦ । ସେ ମହାପ୍ରଭୁଙ୍କ ଟଙ୍କା ଫେରସ୍ତ ପାଇଁ ଅର୍ଥମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଛନ୍ତି ।
ବିଜେଡି ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ଅମର ପଟ୍ଟନାୟକ, ସସ୍ମିତ ପାତ୍ର ଓ ଅଚ୍ୟୁତ ସାମନ୍ତ କେନ୍ଦ୍ର ଅର୍ଥ ମନ୍ତ୍ରୀଙ୍କୁ ଭେଟି ଅବଗତ କରାଇଛନ୍ତି । ନିର୍ମଲା ସୀତାରମଣ ଜଗନ୍ନାଥଙ୍କ ଟଙ୍କା ସୁରକ୍ଷିତ ଥିବା ନେଇ ପ୍ରତିଶ୍ରୁତି ଦେଇଥିବା ବିଜେଡି ସାଂସଦ ପସନ୍ନ ଆଚାର୍ଯ୍ୟ କହିଛନ୍ତି ।
BREAKING NEWS
- ଜେଲେନସ୍କିଙ୍କୁ ସମାଲୋଚନା କଲେ ଟ୍ରମ୍ପ: ନୂତନ ରାଷ୍ଟ୍ରପତି ଆସିବାର ସମୟ ଆସିଯାଇଛି
- ୪ବର୍ଷରେ ପାଣିରେ ବୁଡି ଗଲାଣି ୩୬୮୪ ଜୀବନ;୨୭୨୯ଜଣଙ୍କୁ ଅଗ୍ନିଶମ ବିଭାଗ ଉଦ୍ଧାର…
- ମହାବିଦ୍ୟାଳୟ ପରିସରରେ ଵୋମା ମାଡ;କଲେଜ ପରିସରରେ ଭୟର ବାତାବରଣ
- ଭୋଟର ତାଲିକାରେ ନାମ ସାମିଲ ପାଇଁ ସ୍ୱତନ୍ତ୍ର ଅଭିଯାନ;ଯୁବ ଭୋଟରମାନଙ୍କଠାରୁ ୩୨,୦୬୭ଟି ଫର୍ମ-୬ ଆବେଦନପତ୍ର ଗ୍ରହଣ
- Attack on Airport:ସାଉଦି ଆରବ ଉପରେ ହୁତି ବିଦ୍ରୋହୀଙ୍କ ଆଉ ଏକ ଆକ୍ରମଣ;ବିମାନବନ୍ଦରକୁ କରାଗଲା ଟାର୍ଗେଟ
- ଏହି ଦିନ କଟକଚଣ୍ଡୀ ମନ୍ଦିର ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
- ୧୪ ବର୍ଷରେ ୬.୮ ଲକ୍ଷ ପେଙ୍ଗୁଇନ୍ ଗାଏବ ! ଆଣ୍ଟାର୍କଟିକାର ସର୍ବବୃହତ କଲୋନୀରେ ଘଟିଲା କ’ଣ ?
- ରୋନାଲ୍ଡୋଙ୍କ ଉପରେ ବଡ଼ କାର୍ୟ୍ୟାନୁଷ୍ଠାନ: ଏଫପିଏଫ ପକ୍ଷରୁ ଅସ୍ଥାୟୀ ଭାବେ କରାଗଲା ସସପେଣ୍ଡ
- ଜେଏସ୍ଡବ୍ଲ୍ୟୁ ଷ୍ଟିଲର ଓଡ଼ିଶା ଖଣି ବିଭାଗ ପକ୍ଷରୁ ‘ମାନସିକ ସ୍ୱାସ୍ଥ୍ୟ’ କାର୍ଯ୍ୟକ୍ରମ ଆୟୋଜିତ
- ସଚିନଙ୍କ ପୁଅଙ୍କ ସହ ଅନ୍ୟାୟ ! ୫୦ ୱିକେଟ୍ ନେବା ପରେ ମଧ୍ୟ ଅର୍ଜୁନଙ୍କୁ ଗୋଆ ଦଳରୁ କରାଗଲା ବାହାର

Comments are closed.