ନୂଆଦିଲ୍ଲୀ: ଡିକେ ଶିବକୁମାର ଧରିଲେ କର୍ଣ୍ଣାଟକ କଂଗ୍ରେସର ମଙ୍ଗ । ବୁଧବାର ତାଙ୍କୁ କଂଗ୍ରେସ ଅକ୍ଷଧ୍ୟ ପ୪ରେ ନିଯୁକ୍ତ କରାଯାଇଛି । ସେହିପରି ଦିଲ୍ଲୀ ପ୍ରଦେଶ କମିଟିର ଅଧ୍ୟକ୍ଷ ହୋଇଛନ୍ତି ପୂର୍ବତନ ବିଧାୟକ ଅନିଲ ଚୌଧୁରୀ । କର୍ଣ୍ଣାଟକ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ଦିନେଶ ଗୁଣ୍ଡୁ ରାଓ ମଙ୍ଗଳବାର ଇସ୍ତଫା ଦେବା ପରେ ଶିବକୁମାରଙ୍କୁ ଏହି ଦାୟିତ୍ୱ ମିଳିଛି । କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବେ ଦଳର ଅଧ୍ୟକ୍ଷ ପଦ ସମ୍ଭାଳନ୍ତୁ ବୋଲି ଶିବକୁମାର କହିଛନ୍ତି ।
BREAKING NEWS
- CJPର ଆନ୍ଦୋଳନ ପୂର୍ବରୁ ବିମାନରୁ ଅଭିଜିତଙ୍କୁ ଟେକିନେଲା ପୋଲିସ
- ଶକ୍ତିଶାଳୀ ଭୂକମ୍ପରେ ଥରିଲା ପାନାମା; ସୁନାମି ଆଲର୍ଟ ଜାରି…
- ମହଙ୍ଗା ପଡିଲା ସାପ ସହ ରିଲ୍ସ; ନାଗ ଚୋଟରେ ଗଲା ଯୁବକଙ୍କ ଜୀବନ
- ୯.୨୪ କୋଟିର ସରକାରୀ ପାଣ୍ଠି ଆତ୍ମସାତ୍; ଆଉ ୩ ଗିରଫ
- ଛାତ୍ର ସଂସଦ ନିର୍ବାଚନ ବାତିଲ ନେଇ ଭଦ୍ରକ କଲେଜରେ ସାଇନ୍ ଡାଏ
- Salman Khan: ଫ୍ୟାନ୍ସଙ୍କୁ ଚମକାଇଲେ ଭାଇଜାନ୍! ହାଫ୍ ପ୍ୟାଣ୍ଟ ପିନ୍ଧି YouTubeରେ ଏଣ୍ଟ୍ରି କଲେ ସଲମାନ ଖାନ୍, ଛାଡ଼ିଦେବେ କି ଅଭିନୟ?
- ଦିଲ୍ଲୀ ମୁହାଁ CJP ସମର୍ଥକ; ଆନ୍ଦୋଳନ ଅଟକାଇବାକୁ ସମସ୍ତ ରାଜ୍ୟକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟର କଡ଼ା ନିର୍ଦ୍ଦେଶ
- Vote Chori Proof: ସିଇସିଙ୍କ ଇସ୍ତଫା ଦାବିରେ ରାଷ୍ଟ୍ରପତିଙ୍କୁ ଭେଟିଲା ଇଣ୍ଡି ମେଣ୍ଟ, ଭୋଟ ଚୋରିର ପ୍ରମାଣ ମାଗିଲେ ମହାମହିମ, ରାହୁଲ କହିଲେ…
- Low Pressure: ବଙ୍ଗୋପସାଗରରେ ୧୩ରେ ଲଘୁଚାପ! ଭିଜିବ ଦଶହରା ନା ପାଗ ରହିବ ଶୁଖିଲା? ଆସିଲା ବଡ଼ ଅପଡେଟ୍
- SI Recruitment Scam: ଏସ୍ଆଇ ନିଯୁକ୍ତି ଦୁର୍ନୀତିରେ ଇଡିର ବଡ଼ ଆକ୍ସନ୍! କୋଟି କୋଟି ଟଙ୍କାର ମନି ଟ୍ରେଲ୍ ଖୋଜୁଛି ତଦନ୍ତକାରୀ ସଂସ୍ଥା, ମୁନା ମହାନ୍ତିଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ରେଡ୍

Comments are closed.