ନୂଆଦିଲ୍ଲୀ: କରୋନାର କୋକୁଆ ଭୟ ଭିତରୁ ଆସିଲା ଆଶ୍ୱସ୍ଥି ଖବର । ସୁସ୍ଥ ହୋଇ ଘରକୁ ଫେରିଲେ ୧୦ କରୋନା ଆକ୍ରାନ୍ତ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରିପୋର୍ଟ ଦେଇଛି । ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଅନୁସାରେ ଭାରତରେ ଏ ଯାଏଁ ୮୩ ଜଣ କରୋନା ଭୂତାଣୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଏମାନଙ୍କ ମଧ୍ୟରେ ୧୭ ଜଣ ବିଦେଶୀ ନାଗରିକ ଅଛନ୍ତି । ତେବେ କରୋନା ଭୂତାଣୁ ସଂକ୍ରମଣରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାପଡିଛି । ଯାହା ସବୁଠାରୁ ବଡ ଉପଲବ୍ଧି । ସେହିପରି ଦିଲ୍ଲୀରେ କରୋନା ଯୋଗୁଁ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
BREAKING NEWS
- ତାମିଲନାଡୁ ରାଜନୀତିରେ ‘ରିସର୍ଟ ପଲିଟିକ୍ସ’: ସମସ୍ତ ୫ କଂଗ୍ରେସ ବିଧାୟକ ହାଇଦ୍ରାବାଦ ସ୍ଥାନାନ୍ତର
- କୋଭିଡ୍ଠାରୁ କେତେ ଭୟଙ୍କର ହାନ୍ତାଭାଇରସ୍? ଜାଣନ୍ତୁ କିଭଳି ବ୍ୟାପେ ଏହି ସଂକ୍ରମଣ ଓ କ’ଣ କହୁଛି WHO
- ବାଲିଅନ୍ତା ପରେ ବାଲିପାଟଣାରେ ହତ୍ୟା;ଅଭିଯୁକ୍ତ ଗିରଫ
- ଅନଲାଇନ ଟ୍ରେଡିଂରେ ରୋଜଗାର ଲୋଭ ଦେଖାଇ ଠକି ନେଲେ ୨୦ ଲକ୍ଷ ୫୦ ହଜାର
- ଏହା ଦେଶର ସବୁଠାରୁ ଦୀର୍ଘତମ ସଂଖ୍ୟାଲଘୁ ସରକାର ଥିଲା, ଯାହା ବହୁମତ ବିନା ୫ ବର୍ଷ ପୂରଣ କରିଥିଲା
- ବାଲିଅନ୍ତା ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନୂଆ ମୋଡ଼: ‘ଦୁଷ୍କର୍ମ ନୁହେଁ, ଫିଡ୍ସ ମାରିବାରୁ ଘଟିଥିଲା ଅଘଟଣ’, ସାଙ୍ଗ ଓମ୍ଙ୍କ ବଡ଼ ଖୁଲାସା
- ପୁରୀକୁ ଜଗିବେ ଏନଏସଜି କମାଣ୍ଡୋ ସହ ୨୨୦ ପ୍ଲାଟୁନ ଫୋର୍ସ, ଚଳାଚଳ କରିବ ୪୦୦ ଅଧିକ ଟ୍ରେନ୍
- Sharp Weapons Recovered:ଘରୁ ମିଳିଲା ୪,୦୦୦ ରୁ ଅଧିକ ଖଣ୍ଡା ଏବଂ ଧାରୁଆ ଅସ୍ତ୍ରଶସ୍ତ୍ର;ମୋଟ ମୂଲ୍ୟ ୪୩ ଲକ୍ଷରୁ ଅଧିକ
- ଏହି ଗାଁରେ କାୟା ମେଲାଉଛି କିଡନି ରୋଗ;ବର୍ଷକରେ ଗଲାଣି ୨୫ ଜଣଙ୍କ ଜୀବନ !
- ଓଡ଼ିଶା ପରେ ଏବେ ପଶ୍ଚିମବଙ୍ଗ: ମୋହନ ମାଝୀଙ୍କ ପରେ ଆଉ ଜଣେ ‘ଗୁରୁଜୀ’ ହେବେ ମନ୍ତ୍ରୀ
Comments are closed.