ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ଗାଇଡ ଲାଇନ ଜାରି ହୋଇଛି । ବସ୍ରେ ଅଧିକ ଲୋକଙ୍କୁ ନେବା ମନା ହୋଇଛି । ସେହିପରି ଓଭର ଲୋଡିଂ ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ବସ୍ ଡ୍ରାଇଭରଙ୍କ ଠାରୁ ନେଇ ସମସ୍ତ କର୍ମଚାରୀ ମାସ୍କ ପିନ୍ଧିବା ଆବଶ୍ୟକ ବୋଲି କୁହାଯାଇଛି । ଏଥିସହ କର୍ମଚାରୀମାନେ ସ୍ୱଚ୍ଛତା ପ୍ରତିଧ୍ୟାନ ଦେବାକୁ ପରିବହନ ବିଭାଗ ପରାମର୍ଶ ଦେଇଛି ।
BREAKING NEWS
- Heavy Rain & Floods in Odisha:ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି; ଏରିଅଲ ସର୍ଭେରେ ଯିବେ ମୁଖ୍ୟମନ୍ତ୍ରୀ
- ବ୍ୟାଙ୍କ ଗ୍ରାହକଙ୍କୁ ଆଶ୍ୱସ୍ତି: ୩ ଦିନିଆ ଧର୍ମଘଟ ବେଳେ ମାଗଣାରେ ଏଟିଏମ୍ରୁ ଉଠାଇ ପାରିବେ ଟଙ୍କା, ଲାଗିବନି ଏକ୍ସଟ୍ରା ଚାର୍ଜ
- ଶସ୍ତା ଇନ୍ଧନ ଓ କମ୍ ପ୍ରଦୂଷଣ: ଖୁବଶୀଘ୍ର ରାସ୍ତାକୁ ଓହ୍ଲାଇବ ଶହେ ପ୍ରତିଶତ ଇଥାନଲ୍ ଚାଳିତ ଗାଡ଼ି
- ଯାତ୍ରୀଙ୍କ ଭିଡ଼କୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥର ବଡ଼ ପଦକ୍ଷେପ: ଭୁବନେଶ୍ୱର, ପୁରୀ ଓ ସମ୍ବଲପୁର ଟ୍ରେନ୍ରେ ଲାଗିବ ଅତିରିକ୍ତ ବଗି
- ଦେଶରେ ପ୍ରଥମ ଥର ଓଡ଼ିଶାରେ ଉନ୍ମୋଚିତ ହେଲା ‘ମାନସିକ ସ୍ୱାସ୍ଥ୍ୟ ମାର୍ଗଦର୍ଶିକା’
- Hospital in Western Odisha:ପଶ୍ଚିମ ଓଡ଼ିଶାରେ ୧୦୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ପ୍ରତିଷ୍ଠା କରିବ ବେଦାନ୍ତ
- ମୋଦୀଙ୍କୁ ଭୂୟସୀ ପ୍ରଶଂସା କଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ:ଭାରତ ନିଜର ରଣନୈତିକ ନୀତି ଯୋଗୁଁ ନିଜର ଇନ୍ଧନ ଯୋଗାଣକୁ ସ୍ଥିର ରଖିବାରେ ସଫଳ
- ଜାପାନର ୧୧ ବର୍ଷୀୟ ଇ-ସ୍ପୋର୍ଟସ୍ ଖେଳାଳି ୟୁକି କୁରିହାରା ଏସୀୟ କ୍ରୀଡ଼ାରେ ସ୍ଵର୍ଣ୍ଣ ପଦକ ଜିତି ରଚିଲେ ଇତିହାସ
- Spurious liquor:ମଦ୍ୟପାନ ନିଷିଦ୍ଧ ରାଜ୍ୟରେ ବିଷାକ୍ତ ମଦ ପିଇ ୧୯ ଜଣଙ୍କ ଗଲା ଜୀବନ
- ଏସୀୟ କ୍ରୀଡ଼ା ୨୦୨୬: କବାଡ଼ିରେ ଭାରତକୁ ଡବଲ ସ୍ୱର୍ଣ୍ଣ

Comments are closed.